ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୋଲିସ ଦିଲ୍ଲୀରେ ପୁରସ୍କୃତ
ଭୁବନେଶ୍ୱର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଆଜି ଦିଲ୍ଲୀରେ ପୁରସ୍କୃତ ହୋଇଛି ଓଡ଼ିଶା ପୋଲିସ । ଡିଜିପିଙ୍କ ତରଫରୁ କ୍ରାଇମ୍ବ୍ରାଞ୍ଚ ଆଇଜି ସଫିନ୍ ମହମ୍ମଦ କେ ଏହି ପୁରସ୍କାର ଗ୍ରହଣ କରିଛନ୍ତି । କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍ ଏକ୍ସଲେନ୍ସ ସହଯୋଗରେ ଫ୍ୟୁଚର କ୍ରାଇମ୍…