Latest Odisha News

BREAKING NEWS

ଦୋକାନ ଆଗରେ ପାଲ ଟାଣି ସର୍ଟର ତାଡି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ

ଭଦ୍ରକ: ଆଜିକାଲି ଚୋରି କରିବାର ତରିକା ବଦଳିଗଲାଣି । କିଏ କେତେ ପ୍ରକାରର କାଇଦାରେ ଚୋରି କରିବାକୁ ବୁଦ୍ଧି ଖଞ୍ଜିଲେଣି । ପୋଲିସ ପକ୍ଷରୁ ଏହା ଉପରେ ରୋକ୍ ଲଗାଇବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବାବେଳେ, ଦୁଇ ପାଦ ଆଗରେ ରହୁଛନ୍ତି ଏହି ଚୋର ମାନେ । ସେହିଭଳି ଏକ ଘଟଣା ସାମ୍ନାକୁ ଆସିଛି…

ଚକୋଲେଟ୍ ଡେ’: ସାଥୀଙ୍କୁ ଚକୋଲେଟ୍ ଦେଇ ସମ୍ପର୍କରେ ଆଣନ୍ତୁ ମଧୁରତା

ଭୁବନେଶ୍ବର: ଭାଲେଣ୍ଟାଇନ ଓ୍ବିକ୍ ବା ପ୍ରେମ ସପ୍ତାହର ଆଜି ହେଉଛି ତୃତୀୟ ଦିନ । ଆଜିର ଦିନକୁ ଚକୋଲେଟ୍ ଡେ' ଭାବେ ପାଳନ କରାଯାଇଥାଏ । କାରଣ ସମ୍ପର୍କରେ ମିଠାପଣ ରହିବା ନିହାତି ଆବଶ୍ୟକ କାରଣ ଏହା ସମ୍ପର୍କକୁ ଆହୁରି ସୁନ୍ଦର ଓ ସୁଦୃଢ କରି ଗଢିତୋଳିଥାଏ । ସେ ପ୍ରେମ ହେଉ କିମ୍ବା…

ମୁକ୍ତିଲାଭ ଅପେକ୍ଷାରେ ଓଲିଉଡ ମୁଭି ସିନ୍ଦୁରା

ଭୁବନେଶ୍ୱର : ରାସେଶ୍ୱରୀ ଏଣ୍ଟରଟେନମେଣ୍ଟ ବ୍ୟାନର ତଳେ ନିର୍ମିତ, ବିରଞ୍ଚି ନାରାୟଣ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ସିନ୍ଦୁରା ଖୁବଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଏକ ସାଧାରଣ କାହାଣୀକୁ ବେଶ ଚମତ୍କାର ଢଙ୍ଗରେ ଫିଲ୍ମରେ ଚିତ୍ରଣ କରାଯାଇଛି । ଯାହାକୁ ଜୀବନ୍ତ ରୂପେ ତୋଳି…

ଗଳ୍ପ : ଚିଠି

ଲକ୍ଷ୍ମୀପ୍ରିୟା ଓଝା  ବାପା ନୀଳ ଇନଲାଣ୍ଡ ଲେଟରଟିଏ ଧରି ଠିଆ ହେଇଥିଲେ ମଝି ଦୁଆରେ । ଜେଜେ ବସିଥିଲେ ପିଣ୍ଡ|ରେ ତାଙ୍କ ନିର୍ଦ୍ଧାରିତ କାଠ ଚୌକି ଉପରେ । ମା ସେଇଠି ତଳେ । ବୋଉ ରୋଷେଇଘର ଦୁଆର ମୁହଁରେ ଆଉ ଦେଈ ଠିଆ ହେଇଥିଲେ ତାଙ୍କ ନୁଆଁଣିଆ ଚାଳ ଘର କବାଟକୁ ଆଉଜି । ମୁଁ ସେଇ ପିଣ୍ଡ|…

ଆଜି ମୌନି ଅମାବାସ୍ୟା, ଏହି ଦିନ ମୌନ ବ୍ରତ ରହିବାର ରହିଛି ନିୟମ, ଜାଣନ୍ତୁ ଏହା ପଛର କାରଣ?

ଭୁବନେଶ୍ବର: ଆଜି ମୌନି ଅମାବାସ୍ୟା । ମାଘ ମାସରେ ପଡୁଥିବା ମୌନି ଅମାବାସ୍ୟାର ହିନ୍ଦୁ ଧର୍ମରେ ଏକ ବିଶେଷ ମହତ୍ତ୍ୱ ରହିଛି । ଅମାବାସ୍ୟା ତିଥି ବିଶେଷ ଭାବରେ ପିତୃପୁରୁଷଙ୍କ ପାଇଁ ଉତ୍ସର୍ଗୀକୃତ । ଯେଉଁମାନଙ୍କ ଜୀବନରେ ପିତୃ ଦୋଷ ରହିଛି, ସେମାନେ ଅମାବାସ୍ୟା ତିଥିରେ ସେମାନଙ୍କ…

ଡେରିରେ ଉଠିବା ପଛରେ ପୂର୍ବ ପୁରୁଷଙ୍କ ଡିଏନଏ ଦାୟୀ

କେତେକ ମଣିଷ ଶୀଘ୍ର ଉଠିବାକୁ ପସନ୍ଦ କରୁଥିବା ବେଳେ ଅନ୍ୟମାନେ ଡେରିରେ ଉଠିବାକୁ ଭଲ ପାଇଥାନ୍ତି । ଡେରିରେ ଉଠୁଥିବା ବ୍ୟକ୍ତିଙ୍କୁ ଅଳସୁଆ କୁହାଯାଉଥିବା ବେଳେ ଏବେ ଏ ନେଇ ରୋଚକ ତଥ୍ୟ ସମ୍ମୁଖକୁ ଆସିଛି । ରିପୋର୍ଟ ମୁତାବକ ଡେରି କିମ୍ବା ଶୀଘ୍ର ଉଠିବା ପଛରେ ପୂର୍ବପୁରୁଷଙ୍କ ଡିଏନଏ ଦାୟୀ ।…

ପୁରୁଷଙ୍କ ଆକ୍ରମଣାତ୍ମକ ମନୋବୃତିକୁ ହ୍ରାସ କରିଥାଏ ମହିଳାଙ୍କ ଲୁହ: ରିପୋର୍ଟ

ଜଣେ ମହିଳାଙ୍କ ଲୁହ ପୁରୁଷଙ୍କୁ ଦୁର୍ବଳ କରିଥାଏ ବୋଲି ଧାରଣା ରହିଛି । ତେବେ ଏ ନେଇ କୌଣସି ବୈଜ୍ଞାନିକ ପ୍ରମାଣ ହସ୍ତଗତ ହୋଇ ନ ଥିଲା । ନିକଟରେ ଏକ ଅଧ୍ୟୟନରେ ବୈଜ୍ଞାନିକମାନେ ଏହା ସମ୍ଭବ ବୋଲି କହିଛନ୍ତି । ପୂର୍ବରୁ ଏହାକୁ ଏକ ମନୋବୈଜ୍ଞାନିକ ଧାରଣର ବୋଲି ବିବେଚନା କରାଯାଉଥିଲା ।…

ରାଜ୍ୟରେ କମିଛି ଦାରିଦ୍ର୍ୟହାର, ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ 

ଭୁବନେଶ୍ୱର: ରାଜ୍ୟରେ ଦାରିଦ୍ର୍ୟହାର କମିଛି। ଏନେଇ ବିଧାନସଭାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସୂଚନା ଦେଇଛନ୍ତି। ୨୦୧୧-୧୨ ମସିହାରେ ରାଜ୍ୟର ଦାରିଦ୍ର୍ୟହାର ୩୨. ୬ ପ୍ରତିଶତ ଥିବାବେଳେ ୨୦୧୫-୧୬ରୁ ୨୦୧୮-୧୯ ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୧୫. ୬୮ ପ୍ରତିଶତକୁ ହ୍ରାସ…

୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଭାରତ-ଅଷ୍ଟ୍ରେଲିଆ ଫାଇନାଲ

ବେନୋନୀ: ଏଠାରେ ଗୁରୁବାର ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ୧ ୱିକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ । ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୪୮.୫ ଓଭରରେ ୧୭୯ ରନ…

ଭିଜିଲାନ୍ସ ଜାଲରେ ଆର୍‌ଟିଓ ଡାଟା ଏଣ୍ଟ୍ରି ଅପରେଟର

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଆର୍‌ଟିଓ କାର୍ଯ୍ୟାଳୟ ଡାଟା ଏଣ୍ଟ୍ରି ଅପରେଟର। ଗଞ୍ଜାମ ଜିଲ୍ଲା ଛତ୍ରପୁର ଆର୍‌ଟିଓ କାର୍ଯ୍ୟାଳୟ ଡାଟା ଏଣ୍ଟ୍ରି ଅପରେଟର ଗୌରହରି ପାଢ଼ୀଙ୍କୁ ମାଡି ବସିଲା ଭିଜିଲାନ୍ସ । ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି ୨୦୨୦ ଏପ୍ରିଲ…