ଫେବୃଆରୀ ୧୫ରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନିର୍ବାଚନ କମିସନ
ଭୁବନେଶ୍ବର: ଓଡିଶା ଗସ୍ତରେ ଆସୁଛନ୍ତି ଭାରତ ନିର୍ବାଚନ କମିସନ । ନିର୍ବାଚନ ପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ । ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ । ଆସନ୍ତା ୧୫ ତାରିଖରୁ ଆରମ୍ଭ କରି ୧୭ ତାରିଖ ଯାଏଁ ଓଡିଶା ଗସ୍ତରେ ରହିବେ ନିର୍ବାଚନ କମିସନ…