ମାଲକାନଗିରି ଗ୍ରାଉଣ୍ଡରେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ମାଲକାନଗିରି: ଆଜି ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଲକାନଗିରିରେ ବନ୍ୟା ବିତ୍ପାତରେ ହୋଇଥିବା ବ୍ୟାପକ କ୍ଷୟକ୍ଷତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଜି ଅପରାହ୍ଣରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ମନ୍ତ୍ରୀ…