Latest Odisha News

BREAKING NEWS

ସରିଲା ଓଡ଼ିଆ ଭାଷା ମହାକୁମ୍ଭ: ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ବିଶ୍ବ ଓଡିଆ ଭାଷା ସମ୍ମିଳନୀ

ଭୁବନେଶ୍ବର: ଉଦ୍‌ଯାପିତ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ, ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ…

ବ୍ୟବସାୟୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ନିଜ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା ସନ୍ଦେହ

ଢେଙ୍କାନାଳ: ପ୍ରତିଷ୍ଠିତ ବ୍ୟବସାୟୀ ବଳରାମ ସାହୁଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର। ସେ ନିଜ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଆଜି ସନ୍ଧ୍ୟାରେ କାଲଟ୍ୟାକ୍ସ ଛକ ସ୍ଥିତ ଘର ସମ୍ମୁଖରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ପୋଲିସ ପହଞ୍ଚି ରକ୍ତ…

ତୃତୀୟ ଟେଷ୍ଟ ଖେଳି ନ ପାରନ୍ତି ବୁମରାହ

ବିଶାଖପଟନମ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଯଶପ୍ରୀତ ବୁମରାହଙ୍କ ଚମତ୍କାର ବୋଲିଂ ବଳରେ ଭାରତ ବିଜୟ ହାସଲ କରିଛି । ଏହି ମ୍ୟାଚରେ ସେ ୯୧ ରନରେ ୯ଟି ୱିକେଟ ହାସଲ କରିଥିଲେ । ତେବେ କ୍ରିକବଜରେ ପ୍ରକାଶିତ ରିପୋର୍ଟ ଅନୁସାରେ ତୃତୀୟ ଟେଷ୍ଟରେ ବୁମରାହ ଖେଳି ନ ପାରନ୍ତି ।…

ଡ୍ରେନରେ ପଶିଗଲା ଚଳନ୍ତା କାର୍, ଗୋଟିଏ ପରିବାରର ୬ମୃତ

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଡ୍ରେନରେ ପଶିଗଲା କାର ।ଫଳରେ କାରରେ ଥିବା ଗୋଟିଏ ପରିବାରର ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଶିଶୁ ଗୁରୁତର ହୋଇଛନ୍ତି। କାନପୁର ଜିଲ୍ଲାର ଦେହାତ ନିକଟରେ ଘଟିଛି ଏହି ଦୁର୍ଘଟଣା। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ…

ପ୍ୟାରିସ ଅଲିମ୍ପିକ୍ସରେ ସମସ୍ୟା ସୃଷ୍ଟି କରିପାରେ ହିଟ ୱେଭ

ପ୍ୟାରିସ: ଚଳିତ ବର୍ଷ ଜୁଲାଇରେ ପ୍ୟାରିସ ଅଲିମ୍ପିକ୍ସ ଆୟୋଜିତ ହେବ । ତେବେ ଏହି ମେଗା ଇଭେଂଟରେ ଏକ ପ୍ରାକୃତିକ ବିପଦ ସମସ୍ୟା ସୃଷ୍ଟି କରିପାରେ ବୋଲି ବୈଜ୍ଞାନିକମାନେ ଚେତାଇ ଦେଇଛନ୍ତି । ଏହି ସମୟରେ ହିଟ ୱେଭ ପ୍ରବାହ ଆରମ୍ଭ ହେବ ବୋଲି ସେମାନେ କହିଛନ୍ତି । ଏବେ ପ୍ୟାରିସରେ ବରଫ ପଡୁଛି ।…

ରଣଜୀ ଟ୍ରଫି: ବିଜୟ ସୁଯୋଗ ହାତଛଡା କଲା ଓଡିଶା

କଟକ: ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ଏକ ନିଶ୍ଚିତ ବିଜୟ ସୁଯୋଗ ହାତଛଡା କରିଛି । ପଣ୍ଡିଚେରୀ ବିପକ୍ଷ ମୁକାବିଲାରେ ଅଧିନାୟକ ଅରୁଣ କାର୍ତିକଙ୍କ ଦୃଢ଼ ବ୍ୟାଟିଂ ଯୋଗୁ ମ୍ୟାଚ ଡ୍ରରେ ସମାପ୍ତ ହୋଇଛି । ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ ଓଡିଶାକୁ ୩ ପଂଏଟ ମିଳିଛି । ଓଡିଶା ୨୪୦ ରନର ଟାର୍ଗେଟ…

ପାକିସ୍ତାନର ନିର୍ବାଚନ ମୈଦାନରେ ମୁମ୍ୱାଇ ଆକ୍ରମଣ ମାଷ୍ଟରମାଇଣ୍ଡର ନୂଆ ଦଳ

ଇସଲାମାବାଦ: ଆସନ୍ତା ଫେବ୍ରୁଆରୀ ୮ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବ । ତେବେ ମୁମ୍ବାଇ ଆତଙ୍କୀ ଆକ୍ରମଣର ମାଷ୍ଟର ମାଇଣ୍ଡ୍ ହାଫିଜ୍ ସୟଦର ଦଳ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛି। ମରକଜି ମୁସଲିମ୍ ଲିଗ୍ ନାମକ ନୂଆ ଦଳ ଏଥର ନିର୍ବାଚନରେ ଭାଗନେବ। ତେବେ ଭାରତ ସହ ବିଶ୍ୱର ବିଭିନ୍ନ…

୬୬ତମ ଗ୍ରେମୀ ଆୱାର୍ଡ: ଫ୍ୟୁଜନ ବ୍ୟାଣ୍ଡ୍ ‘ଶକ୍ତି’କୁ ମିଳିଲା ପୁରସ୍କାର

ନୂଆଦିଲ୍ଲୀ: ବିଶ୍ୱର ସର୍ବଶ୍ରେଷ୍ଠ ଗ୍ଲୋବାଲ୍ ମ୍ୟୁଜିକ୍ ପ୍ରଦର୍ଶନୀ 'ଗ୍ରେମୀ'ରେ ଭାରତକୁ ମିଳିଛି ଆୱାର୍ଡ । ୬୬ତମ ଗ୍ରେମୀ ଆୱାର୍ଡରେ ଶଙ୍କର ମହାଦେବନ୍ ଏବଂ ଜାକିର ହୁସେନଙ୍କ ଫ୍ୟୁଜନ ବ୍ୟାଣ୍ଡ୍ 'ଶକ୍ତି'କୁ ମିଳିଛି ପୁରସ୍କାର। ବେଷ୍ଟ ଗ୍ଲୋବାଲ୍ ମ୍ୟୁଜିକ୍ ଆଲବମ୍ ଆୱାର୍ଡାରେ ପୁରସ୍କୃତ…

କୋବି ମଂଚୁରିଆନ ଗୋଆରେ ଏବେ ମନା

ପାଣାଜି: ଗୋଆରେ କୋବି ମଂଚୁରିଆନ ବିକ୍ରି ଉପରେ କଟକଣା ଲଗାଯାଇଛି । ସେଠାକାର ପାର୍ଷଦ ତାରକ ଆରୋଲକର ଅଭିଯୋଗ କରିଥିଲେ ଯେ, ଏହି ମଂଚୁରିଆନରେ ସିନ୍ଥେଟିକ ରଙ୍ଗର ବ୍ୟବହାର କରାଯାଉଛି ଯାହା କି ସ୍ୱାସ୍ଥ୍ୟ ପକ୍ଷେ ଖରାପ । ଏହା ବ୍ୟତୀତ ବିକ୍ରେତାମାନେ ମଧ୍ୟ ପରିସ୍କାର ପରିଚ୍ଛନ୍ନ ପ୍ରତି…

ଇଂଲଣ୍ଡ ବିପକ୍ଷରେ ରେକର୍ଡ କଲେ ଅଶ୍ୱୀନ, ଡବ୍ଲ୍ୟୁଟିସିରେ ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ବିଶାଖପଟନମ: ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୧୦୬ ରନରେ ଇଂଲଣ୍ଡକୁ ପରାସ୍ତ କରି ୫ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ ସମାନ ସ୍ଥିତିକୁ ଆଣିଛି । ଭାରତ ଏଥିସହ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ପଂଏଟ ଟେବୁଲରେ ଦ୍ୱିତୀୟ ସ୍ଥାନରେ ରହିଛି । ଟିମ ଇଣ୍ଡିଆ ଏହା ପୂର୍ବରୁ ୫ମ…