ସଙ୍କଟରେ ହାତୀ-ବାଘ: ୧୦ ବର୍ଷରେ ଗଲେଣି ୫୫ ବାଘ, ୭ଶହରୁ ଅଧିକ ହାତୀ
ଭୁବନେଶ୍ବର: ଜଙ୍ଗଲରେ ସୁରକ୍ଷିତ ନାହାନ୍ତି ଜୀବଜନ୍ତୁ । ବିଶେଷ କରି ହାତୀ ଓ ବାଘ । ସେ ପ୍ରାକୃତିକ ହେଉକି କୃତ୍ରିମ ଉଭୟରେ ଶହ ଶହ ହାତୀ ଓ ବାଘ ମରୁଛନ୍ତି । ସବୁଠୁ ବେଶୀ ହେଉଛି ଶିକାରୀଙ୍କ ଉପଦ୍ରବ । ବନବିଭାଗକୁ ଚକମା ଦେଇ ନିଜର ଚୋରା କାରବାର ଚଲାଉଛନ୍ତି ଶିକାରୀ । ଯାହାକୁ ନେଇ ଆଜି…