ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ୱର: ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏବେ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ଅଛି ଅବପାତ। ଆଜି ଆହୁରି ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଉତ୍ତର ଛତିଶଗଡ଼ ଆଡ଼େ ଗତି କରି ଲଘୁଚାପର ରୂପ ନେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ଏହାର ପ୍ରଭାବରେ ୬…