Latest Odisha News

BREAKING NEWS

ଜଳଖିଆ ନଦେବାରୁ ମା’କୁ ହତ୍ୟା କଲା ପୁଅ, ପରେ କଲା ଆତ୍ମସମର୍ପଣ

ବେଙ୍ଗାଲୁରୁ: ମା’କୁ ଲୁହାରଡରେ ପିଟି ମାରିଲା ପୁଅ। ସକାଳ ଜଳଖିଆ ନଦେବାରୁ ନାବାଳକ ପୁଅ ନିଜ ମା’କୁ ହତ୍ୟା କରିଛି। କର୍ଣ୍ଣାଟକର ମୁଲବାଗାଲ ସହରରେ ଘଟିଛି ଏହି ଘଟଣା । ନିଜ ମା’ଙ୍କୁ ହତ୍ୟା କରିବା ପରେ ପୋଲିସ ନିକଟକୁ ଯାଇ ଆତ୍ମସମର୍ପଣ କରିଥିଲା। ପରେ ପୋଲିସ ତାକୁ ଅଟକ କରିଛି ।…

ଇମ୍ରାନ ଖାନ ଓ ପତ୍ନୀଙ୍କୁ ଆଉ ୭ ବର୍ଷ ଜେଲ୍

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଆଉ ୭ ବର୍ଷ ଜେଲ । ଅଣ-ଇସଲାମିକ ବିବାହ ମାମଲାରେ କୋର୍ଟ ଉଭୟଙ୍କୁ ୭ ବର୍ଷ ଜେଲ ଦାଣ୍ଡରେ ଦଣ୍ଡିତ କରିଛନ୍ତି । ବୁଶରାଙ୍କ ପ୍ରଥମ ସ୍ୱାମୀ ଖାଓ୍ଵାର ମନେକା ଦୁଇଟି ବିବାହ ମଧ୍ୟରେ ଇଦ୍ଦାତ…

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା, ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ଶ୍ରୀକ୍ଷେତ୍ରକୁ ଗଡିଲା ଟ୍ରେନ୍

ସୋନପୁର: ଦେଶର ରେଳ ମାନଚିତ୍ରରେ ଯୋଡ଼ି ହେଲା ସୋନପୁର । ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଦୀର୍ଘ ଦିନର ଦାବିକୁ ପୁରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କଳା ସଂସ୍କୃତିର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ସିଧା ସଳଖ ଶ୍ରୀ କ୍ଷେତ୍ର ପୁରୀକୁ ଗଡିଲା ପୁରୀ-ସୋନପୁର-ପୁରୀ…

IRCTCର ଦମଦାର୍ ଟୁର୍ ପ୍ୟାକେଜ, ଶସ୍ତାରେ ବୁଲିପାରିବେ ତିରୁପତି ବାଲାଜୀ ମନ୍ଦିର

ନୂଆଦିଲ୍ଲୀ: ଯଦି ତୁମେ ତୁମର ପରିବାର ଏବଂ ସାଙ୍ଗମାନଙ୍କ ସହିତ ତିରୁପତି ବାଲାଜୀ ଯାତ୍ରା କରିବାକୁ ଚାହୁଁଛନ୍ତି ତ IRCTC ଆଣିଛି ଆପଣଙ୍କ ପାଇଁ ଦମଦାର୍ ଟୁର୍ ପ୍ୟାକେଜ । IRCTC ବାଲାଜୀ ଦର୍ଶନ ପାଇଁ ଏକ ଟୁର୍ ପ୍ୟାକେଜ୍ ଲଞ୍ଚ କରିଛି । ଏହା ଏକ ବଜେଟ୍ ଅନୁକୂଳ ଟୁର୍ ପ୍ୟାକେଜ୍ । ଯଦି ଆପଣ…

ଭାରତର ଏହି ସ୍ଥାନରେ ସର୍ବପ୍ରଥମେ ଇଂରେଜ ମାନେ ଆରମ୍ଭ କରିଥିଲେ ଡବଲ୍ ଡେକର ବସ୍

ନୂଆଦିଲ୍ଲୀ: ଗତ ବର୍ଷ ୧୫ ସେପ୍ଟେମ୍ବରରେ ମୁମ୍ବାଇରେ ଡବଲ୍ ଡିଜେଲରେ ଚାଲୁଥିବା ଡବଲ୍ ଡେକର୍ ବସ୍ କୁ ବନ୍ଦ କରିଦିଆ ଯାଇଥିଲା । ଏହି ବସ୍ ଗୁଡିକ ମୁମ୍ବାଇ ସହରର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟିକରିଥିଲା । ତେବେ ଏହାର ତିନି ଦଶନ୍ଧି ପରେ ଅହମଦାବାଦରେ ପୁଣି ଥରେ ଆରମ୍ଭ ହୋଇଛି ଏହି ଡବଲ୍…

ପଞ୍ଜାବର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ବନୱାରୀ ଲାଲ ପୁରୋହିତ

ପଞ୍ଜାବ: ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ । ସେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ନିଜର ବ୍ୟକ୍ତିଗତ କାରଣରୁ ଏହିପରି ନିଷ୍ପତ୍ତି ନେଉଛନ୍ତି ବୋଲି ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି । ବନୱାରିଲାଲ ପୁରୋହିତ ରାଷ୍ଟ୍ରପତି ଦ୍ରୌପଦୀ…

ବିହାରରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

ପାଟନା: ବିହାରରେ ଏନଡିଏ ସହ ମିଶି ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ଶପଥ ପରେ ଆଜି ସରକାରରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହୋଇଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ସହିତ ମୋଟ ୫ ଟି ମନ୍ତ୍ରଣାଳୟ ରଖିଥିବାବେଳେ ଡେପୁଟି ସିଏମ ସମ୍ରାଟ ଚୌଧୁରୀ ଏବଂ…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦି, ନବନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ

ସମ୍ବଲପୁର: ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଲେ । ସେଠାରେ ତାଙ୍କୁ ଦଳୀୟ ନେତୃବୃନ୍ଦ ଓ କର୍ମୀ ଭବ୍ୟ ସ୍ବାଗତ କରିଥିଲେ । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ…

ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ଵର: ଆଜିଠୁ ଆରମ୍ଭ ହୋଇଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନତା ମଇଦାନଠାରେ ଏହାର ଉଦଘାଟନ କରିଛନ୍ତି । ଓଡ଼ିଆ ଭାଷା ଓ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରିବା ହେଉଛି ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ…

ଶିବ ଅବତାର ସହ ‘ଶମ୍ଭୁ’ ଗୀତର ପ୍ରଥମ ଲୁକ୍ ସେୟାର କଲେ ଖିଲାଡି ଷ୍ଟାର, ଜାଣନ୍ତୁ କେବେ ରହିଛି ରିଲିଜ…

ମୁମ୍ବାଇ: ଫିଲ୍ମ ବ୍ୟତୀତ ଅକ୍ଷୟ କୁମାର ତାଙ୍କ ମ୍ୟୁଜିକ୍ ଭିଡିଓ ପାଇଁ ସବୁବେଳେ ପ୍ରଶଂସା ସାଉଁଟିଥାନ୍ତି । ବଲିଉଡର ଖିଲାଡି କୁମାର ତାଙ୍କର ଆଗାମୀ ଫିଲ୍ମ 'ବଡେ ମିୟାଁ ଛୋଟେ ମିୟାଁ' ପାଇଁ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି । ଏହି ଅଭିନେତା ସୋସିଆଲ ମିଡିଆରେ ମଧ୍ୟ ବହୁତ ସକ୍ରିୟ ଅଟନ୍ତି ।…