ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍ଆର୍ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବସିଥିଲା ଏହି ସମୀକ୍ଷା ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ…