୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ; ଅମ୍ବି ଓ ବିନ୍ଦୁ ସୁବ୍ରମଣ୍ୟମ୍ଙ୍କ ମ୍ୟୁଜିକାଲ୍ ଫ୍ୟୁଜନରେ ଦର୍ଶକ…
ଭୁବନେଶ୍ୱର: ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ଚତୁର୍ଥ ସଂଧ୍ୟା। ଏହି ଚତୁର୍ଥ ସଂଧ୍ୟାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମ୍ବି ଏବଂ ବିନ୍ଦୁ ସୁବ୍ରମଣ୍ୟମ୍ ଓ ତାଙ୍କର…