ବରିଷ୍ଠ ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ
ମୁମ୍ବାଇ: ବିଶିଷ୍ଠ ଫିଲ୍ମ ଅଭିନେତା, ନିର୍ଦ୍ଦେଶକ ତଥା ନିର୍ମାତା ସାଧୁ ମେହେରଙ୍କ ପରଲୋକ । ୮୪ ବର୍ଷ ବୟସରେ ମୁମ୍ବାଇରେ ଆଖି ବୁଜିଛନ୍ତି ଏହି ଭେଟେରାନ ଆକ୍ଟର। ଏନେଇ ସୂଚନା ଦେଇଛନ୍ତି ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର । ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ଖ୍ୟାତି…