Latest Odisha News

BREAKING NEWS

ସଡ଼କ ସୁରକ୍ଷା ଉପରେ ଗୁରୁତ୍ବ, ପରିବହନ ବିଭାଗ ଓ ସେଭ୍ ଲାଇଫ୍ ଫାଉଣ୍ଡେସନ୍ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ଭୁବନେଶ୍ବର : ରାଜ୍ୟରେ ସଡ଼କ ସୁରକ୍ଷାକୁ କରାଯିବ ସୁଦୃଢ଼ । ଏଥିପାଇଁ ପରିବହନ ବିଭାଗ ପକ୍ଷରୁ ବେସରକାରୀ ସଙ୍ଗଠନ ସେଭ୍ ଲାଇଫ୍ ଫାଉଣ୍ଡେସନ୍ ସହ ଚୁକ୍ତି ସ୍ବାକ୍ଷର ହୋଇଛି । ଏହି ଚୁକ୍ତିନାମାକୁ ରାଜ୍ୟ ପରିବହନ ପ୍ରାଧିକରଣ ଯୁଗ୍ମ କମିଶନର୍ ସଞ୍ଜୟ ବିଶ୍ବାଳ ଏବଂ ସେଭ୍ ଲାଇଫ୍ ଫାଉଣ୍ଡେସନର…

ସତ୍ୟବାଦୀ ଏସବିଆଇ ଶାଖାରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଏସବିଆଇ ଶାଖାରେ ଅଗ୍ନିକାଣ୍ଡ । ପୁରୀ ଜିଲ୍ଲା ସତ୍ୟବାଦୀ ଏସବିଆଇ ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ଅନୁସାରେ ବ୍ୟାଙ୍କ କ୍ୟାଣ୍ଟିନର ଗ୍ୟାପ ପାଇପ ଲିକ ହୋଇ ଏହି ଅଗ୍ନିକାଣ୍ଡ ଘଟିଥିଲା । ବ୍ୟାଙ୍କ ରେ ଧୂଆଁମୟ ହେବାରୁ ଗ୍ରାହକ ଓ କର୍ମଚାରୀ ଭୟଭୀତ ହୋଇ ବ୍ୟାଙ୍କ…

ଏକତ୍ର ୯ଜଣଙ୍କୁ ବିବାହ କଲେ ବ୍ରାଜିଲ ଯୁବକ

ନୂଆଦିଲ୍ଲୀ: ବ୍ରାଜିଲର ଏକ ଅଦ୍ଭୁତପୂର୍ଣ୍ଣ ଘଟଣା ସମ୍ମୁଖକୁ ଆସିଛି । ଏଠାରେ ଜଣେ ଯୁବକ ନିଜ ପତ୍ନୀଙ୍କ ସମେତ ୯ଜଣ ମହିଳାଙ୍କୁ ଏକତ୍ର ବିବାହ କରିଛନ୍ତି । ମଡେଲ ଆର୍ଥର ଓ ଓସରୋ ଗୋଟିଏ ବିବାହ ପ୍ରଥାକୁ ବିରୋଧ କରି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିରେ ତାଙ୍କ ପତ୍ନୀ ଲୁଆନା ମଧ୍ୟ…

ଡ଼ଙ୍ଗା ଭସାଇବାବେଳେ ପୋଖରୀରେ ବୁଡ଼ି ମା’ ଓ ପୁଅଙ୍କ ମୃତ୍ୟୁ

ପୁରୀ: ପୁରୀ ଜିଲ୍ଲା କାକଟପୁର ବ୍ଲକ ବେଢ଼ାବନ୍ଦ ଗାଁରେ ଦୁଃଖଦ ଘଟଣା ଘଟିଛି । ପୋଖରୀରେ ବୁଡ଼ି ମା’ ଓ ପୁଅଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ରିତା ମିଶ୍ର ଓ ପ୍ରଭୁ ମିଶ୍ର । ସୂଚନା ଅନୁସାରେ, ରିତା ମିଶ୍ର ଓ ତାଙ୍କ ପୁଅ ପ୍ରଭୁ ମିଶ୍ର ସକାଳୁ ଗାଁ ପୋଖରୀରେ ଡ଼ଙ୍ଗା ଭସାଇବାକୁ…

ଲୋକପ୍ରିୟ କଣ୍ଠଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକ ପାଇବେ ଶାନ୍ତନୁ ସମ୍ମାନ

ଭୁବନେଶ୍ୱର : ଲୋକପ୍ରିୟ କଣ୍ଠଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକଙ୍କୁ ମିଳିବ ଶାନ୍ତନୁ ସମ୍ମାନ ।୨୦୨୧ ଶାନ୍ତନୁ ସମ୍ମାନ ପାଇଁ ତାଙ୍କୁ ଚୟନ କରାଯାଇଛି । ଆସନ୍ତା୨୨ ରେ ବିଶିଷ୍ଠ ସଙ୍ଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ଡକ୍ଟର ଶାନ୍ତନୁ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ରବୀନ୍ଦ୍ର ମଣ୍ଡପରେ ଏହି…

ନ୍ୟାୟ ପାଇଁ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ଆଗରେ ଶୋଇପଡ଼ିଲେ ଅସହାୟ ମହିଳା

ସୁନ୍ଦରଗଡ଼: ମହିଳା କର୍ମଚାରୀଙ୍କ ଅଭିନବ ପ୍ରତିବାଦ । ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ । ହେଲେ ତାଙ୍କୁ ନ୍ୟାୟ ମିଳିଲାନାହିଁ । ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ଅଫିସ ଆଗରେ ଶୋଇ ପଡ଼ିଲେ ମହିଳା । ଚାକିରି ଫେରାଇ ଦେବାକୁ ଦାବି କରି…

ବାହାରେ ବୁଲୁଛନ୍ତି କରୋନାରେ ସଂକ୍ରମିତ ସୁର ରାଉତରାୟ

ଭୁବନେଶ୍ୱର : କରୋନାରେ ସଂକ୍ରମିତ କଂଗ୍ରେସ ବିଧାୟତ ତଥା ବରିଷ୍ଠ ନେତା ସୁର ରାଉତରାୟ । ନିକଟରେ ତାଙ୍କ ରିପୋର୍ଟ ପଜିଟିଭି ବାହାରିବା ପରେ ରାଜନୈତିକ ମହଲରେ ହଟଚମଟ ସୃଷ୍ଟି ହୋଇଥିଲା । ଖାସ କରି ସୁର ରାଉତରାୟ ବିଭିନ୍ନ ସ୍ଥାନରେ ବୁଲାବୁଲି କରୁଥିବାରୁ ଅନେକ ଲୋକ କୋକୁଆ ଭୟରେ ରହିଛନ୍ତି ।…

ଅରୁଣାଚଳ ପ୍ରଦେଶରେ ବାୟୁସେନାର ହେଲିକପ୍ଟର କ୍ରାଶ ,ଅଳ୍ପକେ ବର୍ତ୍ତିଲେ ୫ଜଣ

ଦିଲ୍ଲୀ : ଭାରତୀୟ ବାୟୁସେନାର ହେଲିକପ୍ଟର କ୍ରାସ ହୋଇଛି । ଆଜି ଅରୁଣାଚଳ ପ୍ରଦେଶରେ ବାୟୁସେନାର ବିମାନ ଏମଆଇ-୧୭ ହେଲିକପ୍ଟର କ୍ରାସଲ୍ୟାଣ୍ଡ କରିଛି । ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ଜଣ ପାଇଲଟ ଓ ୩ ଜଣ କ୍ରିୟୁ ମେମ୍ବର ଅଳ୍ପକେ ରକ୍ଷା ପାଇଛନ୍ତି । ସୂଚନା ଅନୁସାରେ ହେଲିକପ୍ଟର…

ଭିଜିଲାନ୍ସ ଜାଲରେ ଆରଆଇ କ୍ଷୀରାବ୍ଦୀ ତନେୟା ସ୍ୱାଇଁ

କୋରାପୁଟ: ଭିଜିଲାନ୍ସ ଜାଲରେ ସିମିଳିଗୁଡ଼ା ବ୍ଲକ ଦୁଧାରୀର ଆରଆଇ କ୍ଷୀରାବ୍ଦୀ ତନେୟା ସ୍ୱାଇଁ । ୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଥିଲା ଜୟପୁର ଭିଜିଲାନ୍ସ ଟିମ୍ । ସୂଚନା ଅନୁସାରେ, ଜୟରାମ ପାଙ୍ଗି ନାମକ ବ୍ୟକ୍ତିଙ୍କ ବିଷୟ କିଛି ତଥ୍ୟ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ତିନିମାସ…

ଅଫଲାଇନରେ ହେବ CBSE, CISCE ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

ଦିଲ୍ଲୀ : ସିବିଏସଇ ଓ ସିଆଇଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ଝଟକା । ଏଥର ଅଫଲାଇନରେ ହେବ ବୋର୍ଡ ପରୀକ୍ଷା । ପରୀକ୍ଷା ହାଇବ୍ରିଡ ମୋଡରେ କରିବା ନେଇ ଛାତ୍ରଛାତ୍ରୀଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏଥର ପରୀକ୍ଷା ଅଫଲାଇନରେ ହେବ । ଆଉ ଛାତ୍ରଛାତ୍ରୀଙ୍କୁ…