ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ୍ କୁ ପିଟିଲା ହାଇଓ୍ବା, ୨୦ ଆହତ
ଖୋର୍ଦ୍ଧା: ତୀର୍ଥଯାତୀଙ୍କ ବସକୁ ପଛପଟୁ ଧକ୍କା ଦେଇଛି ହାଇୱା । ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ କୁ ପଛପଟୁ ହାଇୱା ଧକ୍କା ଦେଇଛି । ଫଳରେ ୨୦ ଆହତ ହୋଇଛନ୍ତି ।
ଖବର ମୁତାବକ, ରାୟଗଡା ଗୁଡାରି ଏନଏସି ଅଞ୍ଚଳର ୪୫ ଯାତ୍ରୀଙ୍କୁ ନେଇ…