କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
ମାଲକାନଗିରି:ମାଲକାନଗିରି ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୃତକଙ୍କ ପରିବାର ସଦସ୍ୟ ଓ ସମ୍ପର୍କୀୟମାନେ ମୃତଦେହକୁ ନେଇ ଜେଲ୍ ସମ୍ମୁଖରେ ଧାରଣା ଦେଇଛନ୍ତି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର…