ରାୟଗଡାରେ ଜିଲ୍ଲାପାଳ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ସତ୍ୟବାନ ମହାଜନ
ରାୟଗଡା: ଆଜି ରାୟଗଡା ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେଲେ ମନୋଜ ସତ୍ୟବାନ ମହାଜନ । ସେ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲାରେ ପିଡି ଭାବେ ଥିଲେ । ଆଜି ତାଙ୍କୁ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ରାମେଶ୍ୱର ପ୍ରଧାନ ଗୋରାଚାନ୍ଦ ଗମାଙ୍ଗ ପ୍ରମୁଖ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।…