‘ଆସନ୍ତା ୩ ସପ୍ତାହରେ ୧୬,୦୧୦ ଶିକ୍ଷକଙ୍କୁ ନିଯୁକ୍ତି’
ଭୁବନେଶ୍ବର: ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ସେହିପରି ଆଗାମୀ ୩ ସପ୍ତାହ ଭିତରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ ଆଜି ଗୁରୁ ଦିବସରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହା ସହିତ…