୧୯ ବର୍ଷରୁ କମ ବିଶ୍ୱକପ: ସୁପର ସିକ୍ସରେ ନ୍ୟୁଜିଲାଣ୍ଡକୁ ୨୧୪ ରନର ହରାଇଲା ଭାରତ
ବ୍ଲୋମଫୋର୍ଟନ: ଚଳିତ ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟରେ ଭାରତ ସୁପର ସିକ୍ସ ଅଭିଯାନ ସମ୍ପୂର୍ଣ୍ଣ ଷ୍ଟାଇଲରେ ଆରମ୍ଭ କରିଛି । ଗ୍ରୁପ ୧ ମୁକାବିଲାରେ ଭାରତ ୨୧୪ ରନରେ ନ୍ୟୁଜିଲାଣ୍ଡକୁ ହରାଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ୱିକେଟ ବିନିମୟରେ ୨୯୫ ରନ କରିଥିଲା । ମୁଶୀର ଖାଁ…