Latest Odisha News

BREAKING NEWS

ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତର ରେକର୍ଡ ପ୍ରଦର୍ଶନ ଜାରୀ

ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛି । ବୁଧବାର ଟିମଇଣ୍ଡିଆ ଟୋକିଓ ଅଲିମ୍ପିକ୍ସର ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛି । ଟୋକିଓ ଗେମ୍ସରେ ଭାରତ ୧୯ ପଦକ ଜିତିଥିଲା । ଏବେ ପ୍ୟାରିସରେ ଏହା ଖବର ଲେଖା ହେବା ପର୍ଯ୍ୟନ୍ତ ୨୦ରେ ପଂହଚି ସାରିଛି ।…

ସେପ୍ଟେମ୍ବର ସୁଦ୍ଧା ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ଯରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ନୂଆ ରାସନ କାର୍ଡ ପାଇଁ ଏବେ…

ଆପଣଙ୍କ ଟଙ୍କା ବି ସାହାରାରେ ଫସିଛି କି? ତାହେଲେ ଜାଣନ୍ତୁ… ସମ୍ପତି ବିକ୍ରି କରି ଟଙ୍କା ଫେରାଇବ ସାହାରା

ନୂଆଦିଲ୍ଲୀ: ସାହାରାକୁ ଲାଗିଲା ସୁପ୍ରିମକୋର୍ଟଙ୍କ ଝଟକା | କହିଲେ ଯାହା କରୁଛ କର ହେଲେ ଯଥା ଶୀଘ୍ର ନିବେଶକଙ୍କ ଟଙ୍କା ଫେରାଅ | ଏଥିପାଇଁ ନିଜର ସମସ୍ତ ସମ୍ପତି ବି ବିକ୍ରି କରି ଟଙ୍କା ଫେରାଇ ପାରିବ |ସେବି - ସାହାରା ରିଫଣ୍ଡ୍ ଖାତାରେ ପ୍ରାୟ ୧୦ ହଜାର କୋଟି ଟଙ୍କା ଜମା କରିବା ପ୍ରସଙ୍ଗକୁ…

ମଦ୍ରାସାରେ ନକଲି ନୋଟ ଛାପାର ପର୍ଦ୍ଦାଫାଶ, ରହିଛି ଭଦ୍ରକ ଲିଙ୍କ

ପ୍ରୟାଗରାଜ: ଉତ୍ତରପ୍ରଦେଶରେ ଚାଲିଥିଲା ବଡ ଧରଣର ନକଲି ନୋଟ ଛାପା କାରବାର | ମାଷ୍ଟରମାଇଂଡ ସାଜିଥିଲା ଭଦ୍ରକ ପୁଅ | ଏଯାବତ ପୋଲିସ ୧ ଲକ୍ଷ ୩୦ ହଜାର ଟଙ୍କାର ନକଲି ନୋଟ ଜବତ କରିଥିବା ବେଳେ ମୋଟ ୪ ଜଣକୁ ଗିରଫ କରିଛି | ଉତ୍ତରପ୍ରଦେଶ ପ୍ରୟାଗରାଜ ସ୍ଥିତ ଏକ ମଦ୍ରାସାରୁ ଆସିଛି ଏଭଳି…

୨୦୨୬ ମାର୍ଚ୍ଚ ସୁଦ୍ଧା ଓଡ଼ିଶାରୁ ମୂଳପୋଛ ହେବେ ମାଓବାଦୀ: ଡିଜିପି

ଭୁବନେଶ୍ୱର: ଡିଜିପି ୱାଇ ବି ଖୁରାନିଆଙ୍କ ବଡ଼ ବୟାନ। ୨୦୨୬ ମାର୍ଚ୍ଚ ସୁଦ୍ଧା ଓଡ଼ିଶାରୁ ମୂଳପୋଛ ହେବେ ମାଓବାଦୀ। ମାଓବାଦୀ ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରିଛି ଓଡ଼ିଶା ପୋଲିସ। ଭୁବନେଶ୍ବର ଡିଜିପି କ୍ୟାମ୍ପ ଅଫିସରେ ମାଓ ମୁକାବିଲା ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ…

ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଲଘୁଚାପ ଆଣୁଛି ବଡ଼ ବର୍ଷା। ଫଳର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର…

ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ

ବଣାଇ: ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ବିଳମ୍ବିତ ରାତିରେ ବନ ବିଭାଗ ସହ ହାତୀ ଘଉଡ଼ାଇବା ବେଳେ ଘଟିଛି ଏହି ଅଘଟଣ। ହାତୀ ଆକ୍ରମଣରେ ସୁନ୍ଦରଗଡ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁଟା ମୁଣ୍ଡାସାହିର ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଜଣକ ହେଲେ କୁଲୁକୁତା ଗ୍ରାମର…

ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ: ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ଭୁବନେଶ୍ୱର: ରାଜ୍ୟରେ ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ବିଶେଷଜ୍ଞ ଦଳ। ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି ଟିମ ତଦାରଖ କରିବ । ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ…

୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି, ଆଜିଠୁ ଆବେଦନକାରୀଙ୍କଠାରୁ ଫର୍ମ ସଂଗ୍ରହ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ଭୁବନେଶ୍ବରରେ ମହିଳାଙ୍କୁ କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ। ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ ବଣ୍ଟନ କରିବେ।…

ରାଜ୍ୟରୁ ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ବେଆଇନ ମଦ କାରବାରକୁ ମୂଳପୋଛ କରିବାକୁ ଯୋରସୋରରେ ଲାଗିପଡିଛନ୍ତି ରାଜ୍ୟ ସରକାର । ଗଲା ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ବେଆଇନ ମଦ ଭାଟିରେ ଚଢାଉ ଅଭିଯାନ ବର୍ତ୍ତମାନ ସୁଦ୍ଧା ଚାଲିଛି । ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ…