Latest Odisha News

BREAKING NEWS

George Kurian: ନିଜ ପଦବୀରୁ ଇସ୍ତଫା ଦେଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଏନ୍, ଯିବେନି ରାଜ୍ୟସଭା…କହିଦେଇଛି…

ନୂଆଦିଲ୍ଲୀ: ବିଜେପିକୁ ବଡ ଝଟକା । କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଏନ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତି ସମ୍ବିଧାନର ଧାରା ୭୫ ର ଧାରା…

ଭିଜିଲାନ୍ସ ଜାଲରେ ସମ୍ବଲପୁର CADAର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ୭ଟି ସ୍ଥାନରେ ରେଡ୍‌

ସମ୍ବଲପୁର: ଓଡ଼ିଶା ଭିଜିଲାନ୍ସ ବିଭାଗ ସମ୍ବଲପୁର ଡିଭିଜନର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (CADA)ର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ସମ୍ପତ୍ତି ଉପରେ ମଙ୍ଗଳବାର ଦିନ ଏକକାଳୀନ ଚଢ଼ାଉ ଆରମ୍ଭ କରିଛି। ଜ୍ଞାତ ଆୟ ଉତ୍ସଠାରୁ ଅଧିକ ସମ୍ପତ୍ତି ସଂଗ୍ରହ କରିଥିବା ଅଭିଯୋଗ ପରେ…

ବେରୋଜଗାରଙ୍କ ପାଇଁ ‘ଭରସା ଯୋଜନା’; ମାସକୁ ମିଳିବ ୩ ହଜାର..

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ବିଜେପି ସରକାର ରାଜ୍ୟର ବେରୋଜଗାରଙ୍କୁ ସାହାଯ୍ୟ କରିବା ପାଇଁ ବଜେଟରେ "ଭରସା" ଯୋଜନା ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ସ୍ୱପନ ଦାସଗୁପ୍ତା କହିଛନ୍ତି ଯେ "ଭରସା" ଯୋଜନା ଅଧୀନରେ ୧୦୦,୦୦୦ରୁ କମ୍ ବାର୍ଷିକ ଆୟ…

କତାରରେ ଭୟଙ୍କର ବିସ୍ଫୋରଣ; ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୋହା: କତାରର ରାସ ଲାଫାନ ତରଳ ପ୍ରାକୃତିକ ଗ୍ୟାସ (LNG) କମ୍ପ୍ଲେକ୍ସରେ ଏକ ବଡ଼ ବିସ୍ଫୋରଣରେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଛି। ଦୋହାରେ ଥିବା ଭାରତୀୟ ଦୂତାବାସ ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରିଛି। ଯାହା ଫଳରେ ମୋଟ ସଂଖ୍ୟା ୧୩ରେ ପହଞ୍ଚିଛି। ଦୂତାବାସ ପୀଡିତଙ୍କ ପରିବାର ପ୍ରତି…

କଟକ-ତ୍ରିଶୂଳିଆ ବ୍ରିଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

କଟକ: କଟକ ତ୍ରିଶୂଳିଆ ବ୍ରିଜରେ ଏକ ହାଇଭା ଟ୍ରକ୍ ଏକ କାରକୁ ଧକ୍କା ଦେବା ପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ତୁରନ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ବାରଙ୍ଗା ପୋଲିସ ହାଇଭା ଗାଡ଼ିଟିକୁ ଜବତ କରି…

ଟେଲିଗ୍ରାମ ବ୍ୟାନ ପରେ VPN ଆପ୍ ମୁହାଁ ୟୁଜର୍ସ, ଦିନକରେ ଲକ୍ଷେ ଡାଉନଲୋଡ

ନୂଆଦିଲ୍ଲୀ: ଜୁନ୍ ୧୬ ତାରିଖରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଥିଲେ। ଯାହା ପରେ ଭାରତରେ VPN ଆପ୍ ଡାଉନଲୋଡରେ ବର୍ଷର ସବୁଠାରୁ ବଡ଼ ବୃଦ୍ଧି ଦେଖିବାକୁ ମିଳିଥିଲା। ଆପ୍ ଇଣ୍ଟେଲିଜେନ୍ସ ଫାର୍ମ ଆପ୍ ଫିଗର୍ସରୁ ମିଳିଥିବା ତଥ୍ୟ ଦର୍ଶାଉଛି ଯେ…

ଲକ୍ଷ୍ନୌ ଅଗ୍ନିକାଣ୍ଡରେ ୧୫ ମୃତ; ୪ ଗିରଫ, ୪ ଅଧିକାରୀଙ୍କୁ ନିଲମ୍ବିତ କଲେ ସରକାର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ସୋମବାର ଅପରାହ୍ନରେ ଘଟିଥିବା ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗ୍ନିକାଣ୍ଡର ତଦନ୍ତ ପାଇଁ ଏକ ଦୁଇ ସଦସ୍ୟ ବିଶିଷ୍ଟ ସ୍ୱତନ୍ତ୍ର ତଦନ୍ତ ଦଳ (SIT)…

୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ…

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Anti-Power Theft Raid:ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ,ଅଭିଯୁକ୍ତଙ୍କ ଘରେ…

ଭଦ୍ରକ:ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ଆକ୍ସନ। ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । ଗାଁରେ ଚଢାଉ କରି…

El Nino challenge:ଏଲ୍ ନିନୋକୁ ସାମ୍ନା କରିବା ପାଇଁ ସମସ୍ତ ବିଭାଗ ମିଳିତ ଭାବେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଚଳିତ ବର୍ଷ 'ଏଲ୍ ନିନୋ' ପ୍ରଭାବ ଯୋଗୁଁ କମ୍ ବୃଷ୍ଟିପାତ ହେବାର ଆଶଙ୍କା ଥିବାରୁ ଖରିଫ ଫସଲ ଯେପରି ପ୍ରଭାବିତ ନହେବ ସେଥିପାଇଁ କୃଷି, ଜଳସେଚନ ଓ ଅନ୍ୟ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି 'Whole of Government' ଆଭିମୁଖ୍ୟରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…