ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ, ଅପରାହ୍ନରେ ୪ଟା ରେ ନେବେ ଶପଥ
ପାଟନା: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଲା । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର । ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି ଜେଡିୟୁ ମୁଖ୍ୟ । ବିଧାୟକ ଦଳ ବୈଠକ ପରେ ରାଜଭବନକୁ ଯାଇ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି ।…