Latest Odisha News

BREAKING NEWS

ବର୍ଷୀୟାନ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

ଯାଜପୁର: ଯାଜପୁର ଜିଲ୍ଲାର ଶତାୟୁ ପୁରୁଷ ତଥା ବର୍ଷୀୟାନ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । କଟକ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ସ୍ୱାଧୀନତା ସଂଗ୍ରାମୀ…

ହେମନ୍ତ ସୋରେନଙ୍କୁ ପୁଣି ସମନ ଜାରି କଲା ଇଡି, ଜେରା ପାଇଁ ସ୍ଥାନ ଓ ସମୟ ସ୍ଥିର କରିବାକୁ ନିର୍ଦ୍ଦେଶ

ରାଞ୍ଚି: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୦ମ ଥର ସମନ ପଠାଇଛି । ଆସନ୍ତା ୨୯ ତାରିଖ ନା ୩୧ କେବେ ଏବଂ କେଉଁ ସ୍ଥାନରେ ହାଜର ହେବେ ସେନେଇ ପ୍ରଶ୍ନ କରିଛି ଇଡି । ଏଜେନ୍ସି ସୋରେନଙ୍କୁ କହିଛନ୍ତି ଯେ, ଯଦି ସେ ଡାକିବା ପୂର୍ବରୁ ହାଜର ନ…

ପ୍ରଧାନମନ୍ତ୍ରୀ ରାହତ କୋଷ ଯୋଜନାରେ ୨.୩୫ କୋଟି ଠକେଇ, ୨ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ବର: ୨.୩୫ କୋଟି ଠକେଇ ଅଭିଯୋଗରେ ୨ଜଣ ଦୋଷୀ ସାବ୍ୟସ୍ତ। ଦୋଷୀ ହେଲେ ବିଜୟ ଭରଦ୍ୱାଜ ଓ ହିମାଂଶୁ ଭଣ୍ଡାରୀ। ବାଲେଶ୍ଵର ଓପିଆଇଡି କୋର୍ଟ ପକ୍ଷରୁ ଏମାନଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଅଭିଯୁକ୍ତଙ୍କୁ ୩ ଲକ୍ଷ ଟଙ୍କାର ଆର୍ଥିକ ଜରିମାନା ଆଦେଶ ଦେଇଛନ୍ତି କୋର୍ଟ।…

ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଏହି ଦୁର୍ଘଟଣା ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ କମଗରାପ।ଟଣା ଗାଁର ସର୍ବେଶ୍ବର ଚୌଧୁରୀ । ଖବର ମୁତାବକ,…

ଅଖିଳେଶଙ୍କ ବଡ ଘୋଷଣା, ଉତ୍ତର ପ୍ରଦେଶରେ ୧୧ ଲୋକସଭା ଆସନରେ ଲଢିବ କଂଗ୍ରେସ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଏବଂ ପଞ୍ଜାବ ରେ 'ଇଣ୍ଡିଆ' ମେଣ୍ଟର ମୁଖ୍ୟ କଂଗ୍ରେସକୁ ବଡ ଝଟକା ମିଳିବା ପରେ, ଏବେ ଉତ୍ତର ପ୍ରଦେଶରୁ କଂଗ୍ରେସ ପାଇଁ ଆସିଛି ଖୁସି ଖବର । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏକ ବଡ ଘୋଷଣା କରିଛନ୍ତି । ଆଜି ଟ୍ବିଟ୍ କରି କହିଛନ୍ତି ଯେ, ସମାଜବାଦୀ ପାର୍ଟି…

ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ

ସମ୍ବଲପୁର: ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଉପସ୍ଥିତ ରହିଥିଲେ ।…

ସ୍ପିଡ୍ ପୋଷ୍ଟ ମାଧ୍ୟମରେ ପଠାଇପାରିବେ ନାହିଁ ଏହି ସବୁ ଜିନିଷ, ଜାଣନ୍ତୁ

ଭୁବନେଶ୍ଵର: ଭାରତରେ ସ୍ପିଡ୍ ପୋଷ୍ଟ ବହୁ ବର୍ଷ ଧରି ବ୍ୟବହୃତ ହେଉଛି | ଏହା ମାଧ୍ୟମରେ ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଖୁବ୍ ଶିଘ୍ର ସାମଗ୍ରୀ ପଠାଇପାରନ୍ତି । କିନ୍ତୁ ଏପରି କିଛି ଜିନିଷ ଅଛି ଯାହାକୁ ଆପଣ ସ୍ପିଡ୍ ପୋଷ୍ଟ ମାଧ୍ୟମରେ ପଠାଇପାରିବ ନାହିଁ | ସ୍ପିଡ୍ ପୋଷ୍ଟ ମାଧ୍ୟମରେ…

ଭାରତରେ ପଢିପାରିବେନି ଆପଣ ଏହି ପୁସ୍ତକ, ଜାଣନ୍ତୁ ଏହା ପଛର କାରଣ

ଭୁବନେଶ୍ଵର: ପୁସ୍ତକ ପଢିବାକୁ କାହାକୁ ବା ଭଲ ନ ଲାଗେ । ଯଦି ଆପଣଙ୍କୁ କୌଣସି ବିଷୟରେ କିଛି ବି ଜ୍ଞାନର ଆବଶ୍ୟକତା ଥାଏ ତେବେ ତାହା ବହିରୁ ହିଁ ମିଳିଥାଏ । କିନ୍ତୁ କଣ ଆପଣ ଜାଣନ୍ତି କି ଭାରତରେ ଏପରି ଅନେକ ପୁସ୍ତକ ରହିଛି ଯାହାକୁ ଆପଣ ଚାହିଁଲେ ବ ପଢିପାରିବେନି । କାରଣ କୌଣସି କାରଣ…

ଭାଇରାଲ ହେଲା ବବି ଦେଓଲଙ୍କ ଉଦିରନ ଲୁକ

ମୁମ୍ବାଇ: ବବି ଦେଓଲଙ୍କ ତାଙ୍କ ଜନ୍ମଦିନ ଅବସରରେ ପ୍ରଶଂସକମାନଙ୍କୁ ଏକ ଚମତ୍କାର ଭେଟି ପ୍ରଦାନ କରିଛନ୍ତି । ଆନିମଲର ସଫଳତା ପରେ ଏବେ ସମସ୍ତଙ୍କ ନଜର ତାଙ୍କ ଆଗାମୀ ଫିଲ୍ମ କଙ୍ଗୁୱା ଉପରେ ରହିଛି । ସୂରିୟା ଅଭିନୀତ ଏହି ତାମିଲ ଫିଲ୍ମରେ ବବି ଖଳନାୟକ ଭୂମିକା କରୁଛନ୍ତି । ସୂରିୟା ଉଦିରନ…

ଆପ୍ ର ୭ ବିଧାୟକଙ୍କୁ ୨୫ କୋଟି ଟଙ୍କା ସହ ଟିକେଟ୍ ଯାଚୁଛି ବିଜେପି: କେଜ୍ରିୱାଲ

ନୂଆଦିଲ୍ଲୀ: ବିଜେପି ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ରେ ଅଭିଯୋଗ କରିଛନ୍ତି ଯେ, ଦିଲ୍ଲୀ ର ଆମ ଆପ୍ ର ୭ ଜଣ ବିଧାୟକଙ୍କ ସହ ଯୋଗାଯୋଗ କରାଯାଇଛି ଏବଂ ସେମାନଙ୍କୁ କୋଟି ଏ ଟଙ୍କା ସହ ବିଜେପି…