Latest Odisha News

BREAKING NEWS

ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା, ପୋଲିସର ତଦନ୍ତ ଜାରି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ । ଘଟଣା ସ୍ଥଳରେ ସୁବଳୟା ପୋଲିସ ର ତନାଘନା ଆରମ୍ଭ । ଅଭିଯୋଗ ଅନୁସାରେ ଗତକାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି କେଉଁକାମରେ ଯାଇଥିଲେ,…

ଆଜିଠୁ ପାଗରେ ପରିବର୍ତ୍ତନ: ଆଗାମୀ ୬ ଦିନ ପାଗ ଶୁଖିଲା ରହିବ, କମିବ ରାତି ତାପମାତ୍ରା

ଭୁବନେଶ୍ବର: ତିନି ଦିନ ପରେ ଆଜି ପାଗରେ ପରିବର୍ତ୍ତନ ଘଟିଛି । କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା ଫଳରେ ଜାଡରେ କଲବଲ ହୋଇଯାଉଥିଲେ ଲୋକେ । ହେଲେ ଆଜି ଖରା କାରଣରୁ କୋହଲା ପାଗ ଓ ଥଣ୍ଡା ପବନରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ପିକଅପ୍ ଭ୍ୟାନ ଓ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ, ଅନେକ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଛି ଏକ ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ରାଜ୍ୟସ୍ତରୀୟ ୭୫ ତମ ଗଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଆଜି ଗଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗାମୟ ହୋଇଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ…

ଆଶ୍ଚର୍ଯ୍ୟ: ଶବ ନାହିଁ, ହେଲେ ରୀତିନୀତି ଅନୁଯାଇ ହେଲା ଶବଦାହ

ଭଦ୍ରକ: ୬ ଖଣ୍ଡ ବାଉଁଶରେ ବନ୍ଧା ହୋଇଛି କୋକେଇ । ବନ୍ଧୁ ବାନ୍ଧବ ସହିତ ସାହି ପଡିଶା ମଧ୍ୟ ଘର ସାମ୍ନାରେ ରୁଣ୍ଡ ହୋଇଛନ୍ତି । କୋକେଇ ଉପରେ ବନ୍ଦା ହୋଇଛି ପାଳ ଦଉଡି । ନାତି, ନାତୁଣୀ ମାନେ ଘିଅ ସଳିତା ଧରି ଜଳେଇବା ସହ ଶବକୁ ୪ କାନ୍ଦ ଦେଇ ଖଇ କଉଡ଼ି ପକେଇ ‘ରାମ ନାମ ସତ୍ୟ ହେ, ହରି ନାମ…

୭୫ତମ ଗଣତନ୍ତ୍ର ଦିବସ; କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ଦେଶର କୋଣ ଅନୁକୋଣରେ ଫର୍ ଫର୍ ହୋଇ ଉଡୁଛି ତ୍ରୀରଙ୍ଗା ପତାକା । ଗୁଞ୍ଜରିତ ହେଉଛି ଜାତୀୟ ସଙ୍ଗୀତ । ବନ୍ଦେ ମାଆ ତରମ୍‌ ଧ୍ବନିରେ କମ୍ପି ଉଠୁଛି ଗଗନ ପବନ । ଏହି ସ୍ବତନ୍ତ୍ର ଅବସରରେ କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି…

ଜିଲ୍ଲା ସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଜଗତସିଂହପୁର/ନୂଆପଡା : ୭୫ତମ ଗଣତନ୍ତ୍ର ଦିବସ ପାଇଁ ଝଲସୁଛି ପଲ୍ଲୀ ଠାରୁ ସହର । ଦେଶ ତଥା ରାଜ୍ୟର କୋଣ ଅନୁକୋଣ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଏଥିପାଇଁ ସମସ୍ତ ଦେଶବାସୀ ଉତ୍ସାହିତ । ଜଗତସିଂହପୁର ସଦର ମହକୁମା ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସରରେ ପାଳିତ  ହୋଇଯାଇଛି…

ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ: ଆଜି ଦେଶ ପାଳନ କରୁଛି ୭୫ତମ ଗଣତନ୍ତ୍ର ଦିବସ । ଗଣତନ୍ତ୍ର ଦିବସ ପାଇଁ ଝଲସୁଛି ପଲ୍ଲୀ ଠାରୁ ସହର । ଏଥିପାଇଁ ସମସ୍ତ ଦେଶବାସୀ ଉତ୍ସାହିତ । ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

୭୫ତମ ସାଧାରଣତନ୍ତ୍ର ଦିବସ: ସୁବର୍ଣ୍ଣପୁରରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଉଷା ଦେବୀ

ସୋନପୁର: ଆଜି ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ଗଣତନ୍ତ୍ର ଦିବସ ପାଇଁ ସାରା ଦେଶରେ ଉତ୍ସାହ ଦେଖାଦେଇଛି। କଶ୍ମୀରରୁ କନ୍ୟାକୁମାରୀ ଯାଏ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଦେଶର କୋଣ ଅନୁକୋଣରେ ଉଡୁଛି ଜାତୀୟ ଧ୍ଵଜା । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ୭୫…

ତୀର୍ଥରାଜ ମହୋଦଧିଙ୍କ ସଂଧ୍ୟା ଆଳତୀର ୧୮ ତମ ବାର୍ଷିକ ମହୋତ୍ସବ, ଆଳତୀ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ: ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ବତୀ ଓ ଗଜପତି ଦିବ୍ୟସିଂହ ଦେବଙ୍କ ଦ୍ବାରା ସମ୍ପନ୍ନ ହୋଇଛି ସ୍ଵର୍ଗଦ୍ଵାର ସମ୍ମୁଖ ବେଳାଭୂମିରେ ଅନୁଷ୍ଠିତ ହୋଇଥିବା ୧୮ ତମ ମହୋଦଧି ଆଳତୀ । ରାଜ୍ୟ ସରକାର ଓ ସମସ୍ତଙ୍କ ସହଯୋଗରେ ଏହା ଆଗେଇ ଚାଲିଛି । ମହୋଦଧି ଆଳତୀକୁ ଅନୁସରଣ କରି ନଦୀ ଓ ସମୁଦ୍ରର…