ମୋହନ ସରକାରକୁ ବିରୋଧି ନେତାଙ୍କ ଟାର୍ଗେଟ୍
ଭୁବନେଶ୍ଵର: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ମୋହନ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀଦଳ ନେତା । ବାଲେଶ୍ବର ଓ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ବିରୋଧ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଏଥିସହ ରଥଯାତ୍ରା ଅବ୍ୟବସ୍ଥା, ମହାପ୍ରଭୁ ବଳଭଦ୍ର ତଳେ ପଡ଼ିଯିବା ଘଟଣା, ଚିକିଟି…