ହରିଦାସପୁର- ପାରାଦ୍ବୀପ ଦ୍ଵିତୀୟ ରେଳ ଲାଇନ ପାଇଁ ବୈଜୟନ୍ତଙ୍କ ପ୍ରସ୍ତାବ
ଭୁବନେଶ୍ୱର: ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ୍ ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ପ୍ରସ୍ତାବ l ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବୈଜୟନ୍ତ l ବୈଜୟନ୍ତଙ୍କ ଉଦ୍ୟମରେ ହରିଦାସପୁର-ପାରାଦୀପ ରେଳ ଲାଇନ୍ କାର୍ଯ୍ୟକ୍ଷମ ହୋଇଥିଲା l ଦୀର୍ଘବର୍ଷରୁ…