ସୁରକ୍ଷାବାହିନୀ ଗୁଳିରେ ୩ ନକ୍ସଲ ମୃତ
ମାଲକାଗିରି: ମାଲକାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଓ କଂକେର ସୀମାବର୍ତ୍ତି ଜଙ୍ଗଲରେ ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ମହିଳା ନକ୍ସଲ । ମୃତ ମହିଳା ନକ୍ସଲମାନେ ହେଲେ ଶାନ୍ତି, ଲକ୍ଷ୍ମୀ ଓ ସବିତା । ସେମାନଙ୍କଠାରୁ ୩ଟି ବନ୍ଧୁକ ସହ ବିସ୍ଫରୋକ ଜବତ କରାଯାଇଛି ।
ଖବର…