SHVR ୨୦୨୫-୨୬ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା
ଭୁବନେଶ୍ବର: ଭାରତ ସରକାରଙ୍କ ସ୍ୱଚ୍ଛ ଏବଂ ହରିତ୍ ବିଦ୍ୟାଳୟ ମୂଲ୍ୟାଙ୍କନ (SHVR) ୨୦୨୫-୨୬ ପୁରସ୍କାର ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ଅଧିନରେ ଥିବା ୧୦ଟି ବିଦ୍ୟାଳୟକୁ ଚୟନ କରାଯାଇଛି। ଓଡ଼ିଶାର ପ୍ରାୟ ୨୦ଟି ବିଦ୍ୟାଳୟକୁ ଜାତୀୟସ୍ତରୀୟ ମୂଲ୍ୟାଙ୍କନ ପାଇଁ ନୋମିନେଟ୍ କରାଯାଇଥିଲା।…