କାର-ଟ୍ରକ ମୁହାଁମୁହିଁ ଧକ୍କା, ଦୁଇ ଶିଶୁଙ୍କ ସମେତ ୫ମୃତ
ହାଇଦ୍ରାବାଦ: ତେଲେଙ୍ଗାନା ନାଲଗୋଣ୍ଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କାର-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ରହିଛନ୍ତି। ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…