ବିଚ୍ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା, ଘଟଣାସ୍ଥଳରେ ଡିଜିପି
ଖୋର୍ଦ୍ଧା: ବିଚ୍ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା । ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳ ବଜାରରେ ଜଣେ ଯୁବକକୁ ବିଚ୍ ରାସ୍ତାରେ ହାଣି ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି…