୧୧୩ତମ ମନ କି ବାତ୍: ଯୁବପିଢିଙ୍କୁ ମୋଦୀଙ୍କ ଆହ୍ଵାନ
ନୂଆଦିଲ୍ଲୀ: ଦେଶବାସୀଙ୍କୁ ମନର କଥା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ମନ କି ବାତ୍ର ୧୧୩ତମ ସଂସ୍କରଣରେ ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଦେଶବାସୀଙ୍କୁ ସମ୍ବୋଧନ କରି ରାଜନୀତିକୁ ଆସିବାକୁ ଇଚ୍ଛୁକ ଥିବା ଯୁବପିଢ଼ିଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୋଦୀ । ବର୍ତ୍ତମାନର…