ଆଇଏଲ୍ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: ଆଇଏଲ୍ଏସ୍ର ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ବର ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣା ସମ୍ପର୍କରେ ପୋଲିସ ଖବର ପାଇଁ ଘଟଣାସ୍ଥଳକୁ ଯାଇ ପୋଲିସ ତଦନ୍ତ କରିଛି। ତେବେ ବୈଜ୍ଞାନିକଙ୍କ ଆତ୍ମହତ୍ୟା ପରେ ତାଙ୍କୁ ଘରୋଇ…