କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣା: ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲା ଅଭିଯୁକ୍ତ ସଞ୍ଜୟ
କୋଲକତା: କୋଲକାତାର ଆର.ଜି କର ମେଡିକାଲର ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ଅଭିଯୁକ୍ତ ସଞ୍ଜୟ ରୟ ର ରିମାଣ୍ଡ ଅବଧି ଆଜି ଶେଷ ହୋଇଛି । ଏହା ପରେ କୋଲକାତାର ଗୋଟିଏ କୋର୍ଟ ତା’କୁ ୧୪ ଦିନ ପାଇଁ ଆଜି ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି ।
ଗିରଫ ପରେ ସିବିଆଇ ହେପାଜତରେ…