Latest Odisha News

BREAKING NEWS

ସିମ୍ ବକ୍ସ ମାମଲା: ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ଅପରେଟ କରୁଥିଲା ଆସାଦୁର୍‌ ଜମାନ

ଭୁବନେଶ୍ୱର : ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ସିମ ବକ୍ସ ଅପରେଟ କରୁଥିଲା ମୁଖ୍ୟ ଅଭିଯୁକ୍ତ ଆସାଦୁର୍‌ ଜମାନ l ଢାକାରେ ଆସାଦୁର ଏକ ସଫ୍ଟଓୟାର କଂପାନୀ ଚଳାଇଥିଲା l ନିଜେ ପ୍ରତିଷ୍ଠା କରିବା ସହ ପରିଚାଳନା କରୁଥିଲା ଆସାଦୁର ଜମାନ ବୋଲି ସୂଚନା ଦେଇଛନ୍ତି କମିଶନର ସଂଜୀବ ପଣ୍ଡା l ତେବେ…

ଲକ୍ଷ୍ମୀ ବସ୍ ଯୋଜନାରେ ୩୭୪ କୋଟିର କ୍ଷତି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ। ବିଧାନସଭା ବଜେଟ ଅଧିବେଶର ତୃତୀୟ ଦିନରେ ବିରୋଧୀଙ୍କ ହୋହାଲ୍ଲା ଭିତରେ ଆଜି ମଧ୍ୟ ଗୃହକୁ ଅପରାହ୍ନ ୪ଟା ଯାଏ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ହୋହାଲ୍ଲା ଭିତରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି…

କୋଲକାତା ବର୍ବର କାଣ୍ଡ: ଗାଙ୍ଗରେପକୁ ନେଇ ଚାଞ୍ଜଲ୍ୟକର ତଥ୍ୟ ଦେଲା ସିବିଆଇ

କୋଲକାତା: କୋଲକାତା ଟ୍ରେନି ଡାକ୍ତରଙ୍କୁ ହତ୍ୟା ଓ ଦୁଷ୍କର୍ମ ଘଟଣାରେ ଗୁରୁବାର ସୁପ୍ରିମକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି ସିବିଆଇ । ଷ୍ଟାଟସ ରିପୋର୍ଟରେ ହସ୍ପିଟାଲ କର୍ତ୍ତୃପକ୍ଷ ଓ ପଶ୍ଚିମବଙ୍ଗ ପୋଲିସର କାର୍ଯ୍ୟକଳାପକୁ ଦାୟୀ କରିଛି ସିବିଆଇ । ତେବେ ଏହାରି ଭିତରେ ସିବିଆଇ…

ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ: ଖଣି ମନ୍ତ୍ରୀ

ଭୁବନଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି…

ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବୀନ ନିବାସରେ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ପହଞ୍ଚିଛନ୍ତି। ଏହି ଅବସରରେ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ନବୀନ ପଟ୍ଟନାୟକ। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ…

ଚିକିଟି ମଦ ମୃତ୍ୟୁ ମାମଲାରେ ତଦନ୍ତ କରିବେ ଆରଡିସି, ୨ ମାସ ମଧ୍ୟରେ ଆସିବ ରିପୋର୍ଟ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ଚିକିଟି ମଦ ମୃତ୍ୟୁକୁ ନେଇ ଆସିଲା ବଡ଼ ସୂଚନା। ଏହି ମାମଲାରେ ଆରଡିସି ସ୍ତରୀୟ ତଦନ୍ତ ହେବ। ୨ ମାସ ମଧ୍ୟରେ ରିପୋର୍ଟ ଆସିବ। ଚୋରା ମଦ ବନ୍ଦ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବକାରୀ ମନ୍ତ୍ରୀ କହିଛନ୍ତି, ବେଆଇନ ମଦ…

ରୋନାଲ୍ଡୋଙ୍କ ରେକର୍ଡ; ୟୁଟ୍ୟୁବରେ ଏଣ୍ଟ୍ରି ପରେ ୯୦ ମିନିଟରେ ୧୦ ଲକ୍ଷ ସବସ୍କ୍ରାଇବର

ନୂଆଦିଲ୍ଲୀ: ବିଶ୍ୱର ଖ୍ୟାତନାମା ଫୁଟବଲ ତାଲିକାରେ ରହିଥାନ୍ତି କ୍ରିଷ୍ଟିଆନୋ ରୋନାଲ୍ଡୋ । ଏବେ ସେ ଡିଜିଟାଲ ଦୁନିଆରେ ପ୍ରବେଶ କରିଛନ୍ତି। ଏହି ଫୁଟବଲ୍ ଖେଳାଳି ନିଜର ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କରିଛନ୍ତି। ଚ୍ୟାନେଲ୍ ଲଞ୍ଚ କରୁକରୁ ପ୍ରଥମ ୯୦ ମିନିଟରେ ଏକ ମିଲିୟନରୁ ଅଧିକ ଲୋକେ ତାଙ୍କ…

କୋଲକାତା ଲଜ୍ଜା: ପୁଣି ବର୍ଷିଲେ କୋର୍ଟ, କହିଲେ ଏପରି ମାମଲା ଆଗରୁ ଦେଖିନୁ

କୋଲକାତା: କୋଲକାତା ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସୁପ୍ରିମକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି ସିବିଆଇ । ଯାହାକୁ ନେଇ ପୁଣି ଏହି ମାମଲାରେ ଉପରେ ଶୁଣାଣି କରୁଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ତିଆରି ହୋଇଥିବା ଖଣ୍ଡପୀଠ । ସିବିଆଇ…

ରୋହିତ ବିଶ୍ୱକପ ବିଜୟର ଶ୍ରେୟ ଏହି ୩ଜଣଙ୍କୁ ଦେଲେ

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଟି୨୦ ବିଶ୍ୱକପ ୨୦୨୪ରେ ଚାମ୍ପିୟନ ହେବାର ସୌଭାଗ୍ୟ ଅର୍ଜନ କରିଛି । ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭାରତ ପରାସ୍ତ କରିଥିଲା । ୨୦୦୭ ପରେ ଏହା ଟିମ ଇଣ୍ଡିଆର ଏହି ଫର୍ମାଟରେ ଦ୍ୱିତୀୟ ଟାଇଟଲ । ଅଧିନାୟକ ରୋହିତ ଏବେ ଏହି ୩ଜଣଙ୍କୁ ବିଜୟର…

ଗଞ୍ଜାମ ସଡକ ଦୁର୍ଘଟଣା: ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଯାଇଛି ୪ ଜଣଙ୍କର ପ୍ରାଣ, ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।  ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଏକ୍ସ ହ୍ୟାଣ୍ଡେଲରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ…