Puri Temple:ଶ୍ରୀମନ୍ଦିରରୁ ଧରାପଡିଲେ ଫେକ୍ ଆର୍ମି ଅଫିସର
ପୁରୀ:ପୁରୀ ଶ୍ରୀମନ୍ଦିରରେ ସୁରକ୍ଷାକୁ ନେଇ ପୁଣି ଉଠିଛି ପ୍ରଶ୍ନ । ଶ୍ରୀମନ୍ଦିର ଭିତରୁ ଫେକ୍ ଆର୍ମି ଧରା ପଡିଛନ୍ତି । ଆର୍ମି ଅଫିସର ପରିଚୟ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିଥିବା ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଧରିଛି ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ।
ଆର୍ମି ୟୁନିଫର୍ମ ସହ କାନ୍ଧରେ ଅଶୋକ…