ସିଦ୍ଧାର୍ଥ ଆନନ୍ଦଙ୍କ ଆକ୍ସନ ଫିଲ୍ମରେ ଅଭିନୟ କରିବେ ଅକ୍ଷୟ କୁମାର
ମୁମ୍ବାଇ: ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ କ୍ରମାଗତ ଫ୍ଲପ ହେବା ପରେ ଏବେ ଖେଲ ଖେଲ ମେଁ ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଛି । ଇତି ମଧ୍ୟରେ ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଅକ୍ଷୟ ପଠାନ ଫେମ ଫିଲ୍ମମେକର ସିଦ୍ଧାର୍ଥ ଆନନ୍ଦଙ୍କ ସହ ଏକ ଫିଲ୍ମ କରିବାକୁ ଯାଉଛନ୍ତି ।…