ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ, ୧୮ ଗୁରୁତର
ଅମରାବତୀ: ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲା ସ୍ଥିତ ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ । କମ୍ପାନୀରେ ଥିବା ଏକ ରିଆକ୍ଟର ବିସ୍ଫୋରଣ ଘଟିବାରୁ ୧୮ ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଏନଟିଆର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ବୁଧବାର ଅପରାହ୍ନ…