ଆହୁରି ୯ ଲକ୍ଷ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣଙ୍କୁ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ହଜାର ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଚାଉଳ ଯୋଗାଇ ଦିଆଯାଉଛି ।
ରାଜ୍ୟରେ ମୋଟ ୯ ଲକ୍ଷ ୯୧ ହଜାର ୯୨୯ ଆବେଦନକାରୀ…