ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ଭୁବନେଶ୍ବର ଏମ୍ସରେ ଡାକ୍ତରଙ୍କ ଆନ୍ଦୋଳନ
ଭୁବନେଶ୍ୱର: ଭୁବନେଶ୍ବର ଏମ୍ସରେ ଡାକ୍ତରଙ୍କ ଆନ୍ଦୋଳନ। ରୋଗୀ ସେବା ବାଧାପ୍ରାପ୍ତ। କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଆନ୍ଦୋଳନ। ସିନିୟର୍ ଓ ଜୁନିୟର୍ ରେସିଡେଣ୍ଟ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ।
ସୂଚନା ଅନୁସାରେ, କଲିକତାରେ ଜଣେ ଲେଡି ଟ୍ରେନି…