Subhadra Yojana: ‘ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ୨ଟି କିସ୍ତିର ଟଙ୍କା ମିଳିବ’
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି । ଘୋଷଣା ଅନୁସାରେ ନୂଆ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ମହିଳା ଦିବସରେ ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ଆଜିଠୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ଆଜିଠୁ ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ ଆବେଦନ…