କୋଟପାଡ଼ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଗିରଫ
ଭୁବନେଶ୍ବର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ କୋରାପୁଟ ଜିଲ୍ଲାର କୋଟପାଡା ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ସତ୍ୟନାରାୟଣ ସେଠିଙ୍କୁ ଗିରଫ କରିଛି।
ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି ଯେ ତାଙ୍କୁ ଜୟପୁରର ସ୍ୱତନ୍ତ୍ର ବିଚାରପତି,…