Latest Odisha News

BREAKING NEWS

ବାଜିଲା ମୋହର; କେଜ୍ରିୱାଲଙ୍କ ସ୍ଥାନରେ କୈଳାସ ଗେହଲଟ ଦିଲ୍ଲୀରେ ପତାକା ଉତ୍ତୋଳନ କରିବେ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ଥାନରେ ଶିକ୍ଷାମନ୍ତ୍ରୀ ଆତୀଶ ନୁହେଁ ବରଂ ଗୃହମନ୍ତ୍ରୀ କୈଳାସ ଗେହଲଟ ଦିଲ୍ଲୀରେ ପତାକା ଉତ୍ତୋଳନ କରିବେ । ଏନେଇ ଉପରାଜ୍ୟପାଳ କୈଳାସ ଗେହଲଟଙ୍କ ନାଁରେ ଆଜି ମୋହର ମାରିଛନ୍ତି । ଯାହାକୁ ନେଇ ସମସ୍ତ…

ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଟି ଇ-ବସର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ମୁଖ୍ୟ ପ୍ରଶାସକ ଆଲୋଚନା…

ପାକିସ୍ତାନରେ ଏମିତି କେବେ ହୋଇନଥିଲା !

ନୂଆଦିଲ୍ଲୀ: ସେନା ଆକ୍ରୋଶର ଶୀକାର ହେଲେ କି ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟ? ମହଙ୍ଗା ପଡିଲା କି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ଘନିଷ୍ଠତା ? ପାକିସ୍ତାନରେ ଏମିତି କେବେ ହୋଇନଥିଲା । ଶକ୍ତିଶାଳୀ ଗୁଇନ୍ଦା ସଂସ୍ଥା ଇଂଟର ସର୍ଭିସ ଇଂଟେଲିଜେନସ-ଆଇଏସଆଇର ଜଣେ…

ଏହି ରାଜ୍ୟରେ ସର୍ବାଧିକ ୫,୭୬୪ ଏଚ୍ଆଇଭି ଆକ୍ରାନ୍ତ ଚିହ୍ନଟ

ଶିମଲା: ହିମାଚଳ ପ୍ରଦେଶରେ ବୃଦ୍ଧି ପାଉଛି ଏଚଆଇଭି ପଜେଟିଭ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୫ ହଜାର ୭୬୪ ଏଚ୍ଆଇଭି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦ ପ୍ରତିଶତରୁ ଅଧିକ କାଙ୍ଗଡା, ହମିରପୁର, ମଣ୍ଡି ଏବଂ ଉନା ଜିଲ୍ଲାରେ ଅଛନ୍ତି । ତେବେ…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା 'ଭାଙ୍ଗ' ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।…

ଟନେଲରେ ଉନ୍ନତ ବାଲାଷ୍ଟ ବିହୀନ ଟ୍ରାକ୍ ପ୍ରଯୁକ୍ତିବିଦ୍ୟା ଗ୍ରହଣ କରିବ ପୂର୍ବତଟ ରେଳପଥ

ନୂଆଦିଲ୍ଲୀ: ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ନୂତନ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ରେଳ ଟନେଲରେ ଉନ୍ନତ ବାଲାଷ୍ଟ ବିହୀନ ଟ୍ରାକ୍ ଟେକ୍ନୋଲୋଜି ଗ୍ରହଣ କରୁଛି | ଏହି ରଣନୀତିକ ପଦକ୍ଷେପ ରେଳ ପରିବହନର ନିରାପତ୍ତା, ଦକ୍ଷତା ଏବଂ ସ୍ଥିରତାକୁ ବୈପ୍ଲବିକ ପରିବର୍ତ୍ତନ ଆଣି ଟନେଲ…

୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଟପିବ କି? ଜାଣନ୍ତୁ କଣ କହୁଛି ରିପୋର୍ଟ… 

ନୂଆଦିଲ୍ଲୀ: ୨୦୩୬ ମସିହାରେ ଭାରତର ଜନସଂଖ୍ୟା ୧୫୨.୨କୋଟିରେ ପହଞ୍ଚିପାରେ। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଦିନ ଏକ ରିପୋର୍ଟ ପ୍ରକାଶ କରିଛି। ଲିଙ୍ଗ ଅନୁପାତ ଅନୁସାରେ ୨୦୩୬ ସୁଦ୍ଧା ପ୍ରତି ୧୦୦୦ ପୁରୁଷରେ ମହିଳାଙ୍କ ସଂଖ୍ଯା ୯୫୨ରେ ପହଞ୍ଚିବ ବୋଲି ଆଶା…

ନିଲମ୍ବିତ ହେବା ପରେ ପ୍ରତିକ୍ରିୟା ରଖିଲେ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍‌ଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହେବା ପରେ ସେ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସୋସିଆଲ…

କୋଲକତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: କୋଲକତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ମୁଖ୍ୟ ବିଚାରପତି ଟିଏସ୍‌ ଶିବାଗନମ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ମୃତ ଡାକ୍ତରଙ୍କ ପରିବାର ଦାଏର କରିଥିବା ଯାଚିକାର ଶୁଣାଣି କରି ଏହି ନିଷ୍ପତ୍ତି ଶୁଣାଇଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି…ବଢିଲା ରାଜନୀତି

ଭୁବନେଶ୍ବର: ଓଡିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ହେଉ ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିକୁ ନେଇ ବଢିଲା ରାଜନୀତି । ଆଇନରେ ରହିଥିବା ଅସଙ୍ଗତି ଦୂର କରିବା ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଧର୍ମେନ୍ଦ୍ର ଲେଖିଛନ୍ତି ।…