ପୁଣି ତାତିଛି ଆଳୁ ବଜାର, ଆଶ୍ବାସନା ଦେଲେ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ପୁଣି ଆଳୁ ଦର ଉପରମୁହାଁ ହୋଇଥିବା ବେଳେ ଏହାକୁ ନେଇ ହନ୍ତସନ୍ତ ହେଉଛନ୍ତି ଖାଉଟି । ସରକାରଙ୍କ ହସ୍ତକ୍ଷେପ ପରେ ବି ସ୍ଥିତି ସୁଧୁରୁନି । ଦିନକୁ ଦିନ ବଜାରରେ ଆଳୁ ଦର ବଢିଚାଲିଛି । କିଛି କିଛି ଖୁଚୁରା ଦେକାନୀ ୬୦ ଟଙ୍କା ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି ।…