Latest Odisha News

BREAKING NEWS

ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍, ଆସନ୍ତା ପାଞ୍ଚ ବର୍ଷରେ ଲୋପ ପାଇବ ଦାଦନ ସମସ୍ୟା

ଭୁବନେଶ୍ୱର: ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍ । ମାଟି ଖୋଳିବେ ରାଜ୍ୟ ସରକାର, ମାଟି ବୋହିବେ ଲୋକେ। ଏପରି ଭାବେ ଗାଁ ଗାଁରେ ଲୋକଙ୍କୁ କାମ ଦେବାକୁ ଯୋଜନା କରିଛି ପଞ୍ଚାୟତିରାଜ ବିଭାଗ। ଏହା ଦ୍ବାରା ଦାଦନ ସମସ୍ୟାକୁ ଆସନ୍ତା ପାଞ୍ଚ ବର୍ଷରେ ଲୋପ କରିବାକୁ ଯୋଜନା କରାଯାଇଛି।…

ଋଣ ଭାରରେ ବୁଡିଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର

ନୂଆଦିଲ୍ଲୀ: ବିଶ୍ୱର ଋଣଗ୍ରସ୍ତ ଦେଶ ତାଲିକାରେ ଏପରି ଅନେକ ବିକଶିତ ଦେଶର ନାମ ଅଛି ଯାହା ବିଷୟରେ ଜାଣି ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ବିଶ୍ୱର ଏହି ଦେଶଗୁଡିକର ଭାବମୂର୍ତ୍ତି ଏପରି ଯେ ଏଠାରେ ବହୁତ ଧନ ମିଳିବ। କିନ୍ତୁ ବାସ୍ତବତା ହେଉଛି ଋଣରେ ବୁଡିଛନ୍ତି ଏହି ଦେଶ। ଅନେକ ଦେଶ…

ଅସନ୍ତୁଷ୍ଟ’ ଦେଉଛନ୍ତି ବିଜେପିକୁ ଟେନସନ

ଭୁବନେଶ୍ୱର: ବିରୋଧୀ ଦଳକୁ ଭାଙ୍ଗିବା କଳାରେ ପାରଙ୍ଗମ ବିଜେପି ଏବେ ନିଜ ଶାସିତ ବିଭିନ୍ନ ରାଜ୍ୟରେ ଜଟିଳ ପରିସ୍ଥିତିର ସାମନା କରୁଛି । ଦଳୀୟ ଅସନ୍ତୋଷର ସମ୍ମୁଖୀନ ହୋଇଛି ଦଳ । ଲୋକସଭା ନିର୍ବାଚନ ପରେ ଉତ୍ତର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଅସନ୍ତୋଷ ସୃଷ୍ଟି…

ସେଲଫି ନେବାବେଳେ ଅଘଟଣ, ୧୦୦ ଫୁଟ୍ ତଳକୁ ଖସିଲେ ପର୍ଯ୍ୟଟକ

ମୁମ୍ବାଇ: ମହାରାଷ୍ଟ୍ରର ସାତାରା ଜିଲ୍ଲାରେ ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି ସେଲଫି ଉଠାଇବା। ମୁମ୍ବାଇର ବୋରଣେ ଘାଟରେ ସେଲଫି ନେଉଥିବା ସମୟରେ ପର୍ଯ୍ୟଟକ ଅସାବଧାନତା ହେତୁ ୧୦୦ ଫୁଟ୍ ତଳକୁ ଖସି ପଡିଛନ୍ତି। ସୂଚନା ଅନୁଯାୟୀ, ହଠାତ୍ ଗୋଡ଼ ଖସିଯିବାରୁ ସେ ୧୦୦ ଫୁଟ ଘାଟି…

ରାଜ୍ୟରେ ଉପୁଜିନି ବନ୍ୟା ସ୍ଥିତି, ଅତ୍ୟଧିକ ବର୍ଷା ଯୋଗୁଁ ମାଲକାନଗିରିରେ କ୍ଷୟକ୍ଷତି ହୋଇଛି

ଭୁବନେଶ୍ୱର: ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ଏବେ ସୁଦ୍ଧା ବନ୍ୟା ସ୍ଥିତି ଉପୁଜିନଥିବା କହିଛନ୍ତି…

ବନ୍ଧୁ ପାଇଁ ଦିନ ଟିଏ: ପ୍ରକୃତ ବନ୍ଧୁର ଉଦାହରଣ ବଲିଉଡର ଏହି ଚଳଚ୍ଚିତ୍ର

ନୂଆଦିଲ୍ଲୀ: ଆଜି ହେଉଛି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ରକ୍ତର ସମ୍ପର୍କ ଠାରୁ ବେଶ ଗଭୀର ବନ୍ଧୁତାର ସମ୍ପର୍କ । ବିଶ୍ବ ବନ୍ଧୁତ୍ବ ଦିବସରେ ସବୁଠି ଚାଲେ ସେଲିବ୍ରେସନ । ଅସୁବିଧା ଓ ସୁଖଦୁଃଖରେ ସାଥ୍ ଦେଇଥାଏ ପ୍ରକୃତ ବନ୍ଧୁ । ରାଗ, ରୁଷା, ଅଭିମାନ ସବୁ ଥାଏ ବନ୍ଧୁ ପାଖରେ ।…

ମହାପ୍ରଭୁଙ୍କ ନୀତିରେ ବିଳମ୍ବ ହେବା ଗ୍ରହଣୀୟ ନୁହେଁ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ପୁଣି ଶ୍ରୀମନ୍ଦିରରେ ସେବାୟତଙ୍କ ମଧ୍ୟରେ ବିବାଦ। ଦ୍ୱାରପାଳ ପୂଜା ଚାଲିଥିବା ସମୟରେ ଏହି ବିବାଦ ଦେଖାଯାଇଥିଲା। ପୂଜା ପଣ୍ଡା ସେବାୟତ ଦ୍ୱାରପାଳ ପୂଜା କରୁଥିବା ସମୟରେ ପିଣ୍ଡି ଉପରେ ଚଡିଯାଇଥିଲେ ପ୍ରଧାନୀ ସେବାୟତ। ଏହାକୁ ନେଇ ସମ୍ପୃକ୍ତ ପ୍ରଧାନୀ ସେବାୟତଙ୍କୁ ବାହାରକୁ ବାହାର…

ଆସନ୍ତାକାଲି ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର: ଆସନ୍ତାକାଲି ସୋମବାର ଦିନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ୟୁନିଟ- ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଜନ ଶୁଣାଣି l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦିନ ୧୧ ଟା…

କୋରବା-ବିଶାଖାପାଟନମ୍ ଟ୍ରେନରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବିଶାଖାପାଟନା: ଭାଇଜାଗ ଷ୍ଟେସନରେ ରବିବାର ଦିନ କୋରବା-ବିଶାଖାପାଟନମ୍ ଟ୍ରେନର ୩ଟି କୋଚରେ ନିଆଁ ଲାଗିଯାଇଛି। ରବିବାର ସକାଳେ ଟ୍ରେନ ଭାଇଜାଗରେ ପହଞ୍ଚିଥିଲା ବେଳେ ଏହି ଅଘଟଣ ଘଟିଛି। ତେବେ ଏହି ଘଟଣାରେ କେହି ଆହତ ହୋଇନାହାଁନ୍ତି।ଏହାକୁ ଦେଖି ଯାତ୍ରୀ ଭୟଭୀତ ହୋଇ ପଡିଥିଲେ। ଷ୍ଟେସନରେ…

ଲିଙ୍ଗ ବିବାଦରେ ଆଥଲେଟ୍

ପ୍ୟାରିସ: ପୁଣି କ୍ରୀଡା ଜଗତରେ ଲିଙ୍ଗ ବିବାଦ । ପ୍ୟାରିସ ଅଲିମ୍ପିକ୍ସର ବକ୍ସିଂ ରିଙ୍ଗରେ ଦେଖିବାକୁ ମିଳିଛି ଲିଙ୍ଗଗତ ବିବାଦ । ମହିଳା ୬୬ କିଲୋଗ୍ରାମ ଶ୍ରେଣୀରେ ଇଟାଲୀର ଏଞ୍ଜେଲା କରିନୀ ଓ ଆଲଜେରିଆର ଇମାନ ଖଲିଫଙ୍କ ମଧ୍ୟରେ ମୁକାବିଲା ମାତ୍ର ୪୬ ସେକେଣ୍ଡରେ ଶେଷ ହୋଇଥିଲା । ଆଲଜେରିଆ…