‘ମନ କି ବାତ୍’ କାର୍ଯ୍ୟକ୍ରମରେ ସମ୍ବଲପୁରୀ ଶାଢୀ, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ୧୧୨ତମ 'ମନ୍ କି ବାତ୍' କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି । ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସାରା ଦୁନିଆରେ ପ୍ୟାରିସ୍ ଅଲିମ୍ପିକ୍କୁ ନେଇ ଚର୍ଚ୍ଚା ବୋଲି କହିଛନ୍ତି । ଦେଶବାସୀଙ୍କୁ…