ବଦଳିଲେ ଛତିଶଗଡ ରାଜ୍ୟପାଳ, ବିଶ୍ଵଭୁଷଣଙ୍କ ସ୍ଥାନରେ ରାମେନ ଡିକା
ନୂଆଦିଲ୍ଲୀ: ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ରାଜ୍ୟପାଳ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ରାଜସ୍ଥାନ, ତେଲେଙ୍ଗାନା, ସିକ୍କିମ, ଝଡଖଣ୍ଡ, ଛତିଶଗଡ, ମେଘାଳୟ, ମହାରାଷ୍ଟ୍ର, ଚଣ୍ଡିଗଡ, ପଣ୍ଡିଚେରୀ, ମଣିପୁରର ନୂତନ ରାଜ୍ୟପାଳ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ।…