ମଣିପୁରରେ ହିଂସା ଛାଡି ମୁଖ୍ୟସ୍ରୋତରେ ସାମିଲ ହେଲେ ୪୬ ଉଗ୍ରବାଦୀ
ଇମ୍ଫାଲ୍: ମଣିପୁରରେ ଆତ୍ମସମର୍ପଣ କରିଛନ୍ତି ୪୬ ଜଣ ଉଗ୍ରବାଦୀ । ଇମ୍ଫାଲର ମନ୍ତ୍ରୀ ପୁଖରୀସ୍ଥିତ ଆସାମ ରାଇଫଲ୍ସ ମୁଖ୍ୟାଳୟରେ ମଣିପୁର ଗୃହ ବିଭାଗ ପକ୍ଷରୁ ଏକ ସ୍ଵତନ୍ତ୍ର "ହୋମକମିଂ" କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଅବସରରେ ସମସ୍ତ ଉଗ୍ରବାଦୀ ମୁଖ୍ୟମନ୍ତ୍ରୀ ଯୁମ୍ନାମ ଖେମଚାନ୍ଦ…