Gold prices fall: ଖସିଲା ସୁନା ଦର; ଜାଣନ୍ତୁ କେତେ ରହିଛି…
ଭୁବନେଶ୍ବର: ଆପଣ ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର । ସୁନା ଦର ଏବେ କମିବାରେ ଲାଗିଛି । ଗ୍ରାହକଙ୍କ ପାଇଁ ଏହା ଆଶ୍ବସ୍ତି ଖବର ।
ଗତକାଲି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୨୨,୪୦୦ ଟଙ୍କା ଥିଲା । ଆଜି…