Latest Odisha News

BREAKING NEWS

କ୍ରୀଡା ପୁରସ୍କାରରୁ ହଟିବନି ବିଜୁ ବାବୁଙ୍କ ନାମ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶନିବାର କ୍ରୀଡା ବିଭାଗ ପକ୍ଷରୁ ଆସିଥିବା ବଡ ନିଷ୍ପତ୍ତିକୁ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ରୀଡା ପୁରସ୍କାରରୁ ବିଜୁ ବାବୁଙ୍କ ନାଁ ହଟିବ ନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବିଜୁ…

ଏ ସୋମବାର ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏ ସୋମବାର ଅର୍ଥାତ୍ ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଥିବାରୁ ଏଥିପାଇଁ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି, ସାଧାରଣ ପ୍ରଶାସନ ଓ ଲୋକସମ୍ପର୍କ ବିଭାଗ । ତେବେ…

ନେମପ୍ଳେଟ ବିବାଦ: କିଛି ଏମିତି କହିଲେ ବାବା ରାମଦେବ..

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ଏବେ ସାରାରାଜ୍ୟରେ କାଉଡିଆଙ୍କ ଯିବା ରାସ୍ତାରେ ଢାବା, ହୋଟେଲ, ରେଷ୍ଟୁରାଂଟ, ଠେଲା ଓ ଦୋକାନୀ ମାଲିକମାନେ ନିଜ ଦୋକାନ ଆଗରେ ନେମପ୍ଲେଟ୍ ଲଗାଇବା ଆଦେଶ ଜାରି କରିଛନ୍ତି ୟୁପି ସରକାର । ଯାହାକୁ ନେଇ ଏବେ ତେଜିଛି ବିବାଦ । ବିରୋଧୀଙ୍କ ଠାରୁ ଆରମ୍ଭ କରି…

କବିତା ନିରଂତର : ସମୟ ସଂଚାଳନ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘କବିତା ନିରଂତର’  ବଳ, ଧନ, ଜ୍ଞାନ କମ୍‌-ବେଶି ମିଳେ ସମୟ ମିଳେ ସମାନ କାଳ ସଂଚାଳନ ପ୍ରତି ଦୈନଂଦିନ ଯେଉଁ ବ୍ୟକ୍ତି ଦିଏ ଧ୍ୟାନ କାଳକ୍ରମେ ସିଏ ନିଜକୁ ବନାଏ ସକଳ ଗୁଣସଂପନ୍ନ ଦୁର୍ଲଭ ହୁଏନି ବଳ, ଧନ, ଜ୍ଞାନ ଘଟେନାହିଁ ଅନଟନ…

ଧାରାବାହିକ ଉପନ୍ୟାସ : ଈଶ୍ୱର ମରିଗଲା ପରେ (୧୨)

ମହାଶ୍ୱେତା ସାହୁଙ୍କ ଉପନ୍ୟାସ ‘ଈଶ୍ୱର ମରିଗଲା ପରେ’  ଟୁନିଅପାର ଝିଅମାନେ ସ୍ମାର୍ଟ ଆବଶ୍ୟକତା ଠାରୁ ଅଧିକ । ତାଙ୍କ ଚଳଣି, ଚାକଚକ୍ୟ, ଡ଼୍ରେସପଟାରେ ନିଗୁ ଅଭିଭୂତ ହୋଇପଡ଼ୁଥିଲା । ସେଇମାନଙ୍କ ମେଳରେ ସେ ନିଜକୁ ଖୁବ୍ ହୀନବୋଧ କରୁଥିଲା । ଯେମିତି ଟୁନିଦେଇ ଘରେ ପହଞ୍ôଚ ଖୁବ୍‌ଗୋଟେ ବଡ଼…

୨୫ ଯାଏଁ ବର୍ଷିବ, ମାଲକାନଗିରିକୁ ଆଲର୍ଟ ଜାରି

ଭୁବନେଶ୍ବର: ଲଘୁଚାପ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ତେବେ ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ହେବ ବୋଲି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ…

କେରଳରେ ଫେରିଛି ମାସ୍କ, ନିପା ଭାଇରସରେ ଜଣେ ଆକ୍ରାନ୍ତ

କେରଳ: କେରଳରେ ଫେରିଛି ମାସ୍କ । କେରଳ ମାଲାପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି । ତେବେ ବାଳକଟି ସହ କେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେନେଇ ଅଧିକ ଯାଞ୍ଚ କରୁଛି ସ୍ବାସ୍ଥ୍ୟ ବିଭାଗ । ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି…

ସୁଧୁରୁଛି ମାଲକାନଗିରି ସ୍ଥିତି, ବନ୍ୟାର ନାହିଁ ଆଶଙ୍କା

ଭୁବନେଶ୍ବର: ଏବେ ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ କାରଣରୁ ବର୍ଷା ଲାଗିରହିଛି । ଯାହା ଫଳରେ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଭଳି ଅନୁଭୂତ ହେଉଛି । ଏଥିରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ମାଲକାନଗିରି ଜିଲ୍ଲା । ଗତକାଲି ଅପେକ୍ଷା ଜଳସ୍ତର କମିଥିଲେ ମଧ୍ୟ ଏହାର ଅନେକ ଅଞ୍ଚଳ ଏବେ ବି ଜଳମଗ୍ନ…

ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ ସ୍ଥାନ ପାଇଲା ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ ‘ବାରଙ୍ଗ…

ଭୁବନେଶ୍ୱର : ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ସମ୍ମାନଜନକ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ କଞ୍ଚାଲଙ୍କାର ୱେବ୍ ସିରିଜ୍ 'ବାରଙ୍ଗ ୧୯୯୯' କୁ ଶ୍ରେଷ୍ଠ ଆଞ୍ଚଳିକ ୱେବ୍ ସିରିଜ୍ ଭାବେ ପୁରସ୍କାରରେ ସମ୍ମାନିତ କରାଯାଇଛି । ଏହି ପୁରସ୍କାରକୁ କଞ୍ଚାଲଙ୍କାର ସହ ପ୍ରତିଷ୍ଠାତା ତଥା…

ପିଏମ୍ ପୋଷଣ ଯୋଜନାରେ ଓଡିଶାରେ ସ୍କୁଲ ଗୁଡ଼ିକରେ ଆରମ୍ଭ ହେବ ‘ତିଥି ଭୋଜନ’

ଭୁବନେଶ୍ୱର: କେନ୍ଦ୍ରର ପିଏମ୍ ପୋଷଣ ଯୋଜନାରେ ବିଦ୍ୟାଳୟ ଗୁଡ଼ିକରେ 'ତିଥି ଭୋଜନ' କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଭାବେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ…