Tiger footprints spotted: ଠାକୁରମୁଣ୍ଡାରେ ମହାବଳ ବାଘ ଆତଙ୍କ; ପାଦଚିହ୍ନ ଦେଖି ଲୋକେ ଭୟଭୀତ
ମୟୂରଭଞ୍ଜ:ଜିଲ୍ଲାର କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳରେ ମହାବଳ ବାଘ ଆତଙ୍କ ସୃଷ୍ଟି ହୋଇଛି। ବାଘର ପାଦ ଚିହ୍ନ ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳର କାଳିଆଜିଆଣୀ ଗାଁ ନିକଟ ସଂରକ୍ଷିତ ଜଙ୍ଗଲକୁ ଶିମିଳିପାଳ କୋର…