ଲକ୍ଷ୍ନୌ ଏବଂ ଦିଲ୍ଲୀରେ ଉଚ୍ଚସ୍ତରୀୟ ବୈଠକ, ବଦଳିବେ କି ୟୁପିର ମୁଖ୍ୟମନ୍ତ୍ରୀ?
ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ରାଜନୈତିକ ହଟଚମଟ । ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଛି। ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଖରାପ ପ୍ରଦର୍ଶନ ଯୋଗୁଁ ରାଜ୍ୟରେ ଦଳ ଅନେକ ପରିବର୍ତ୍ତନ କରିପାରେ ବୋଲି ଚର୍ଚ୍ଚା ହେଉଛି। ରାଜ୍ୟ କାର୍ଯ୍ୟକାରିଣୀ ବୈଠକ…