ପୁନର୍ଗଠିତ ହେଲା ନିତି ଆୟୋଗ, କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ
ନୂଆଦିଲ୍ଲୀ: ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ଜୁଏଲ ଓରାମ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ। ଜୁଏଲଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍ଡି କୁମାରସ୍ବାମୀ ସଦସ୍ୟ।
କେନ୍ଦ୍ର ସରକାର ନିତି (NITI) ଆୟୋଗକୁ ପୁନର୍ଗଠିତ…